‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ! ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା ମେହଦି ମହମ୍ମଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ କଠୋର ଚେତାବନୀ ଦେଇଛନ୍ତି।…