୯ରେ ଇଣ୍ଡିଆ ବ୍ଲକ୍ର ବିହାର ବନ୍ଦ ଡାକରା ପାଟନା,୮ା୭: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାରେ ସଂଶୋଧନ ପାଇଁ ନିର୍ବାଚନ କମିଶନଙ୍କ ସ୍ପେଶାଲ ଇଣ୍ଟେନ୍ସିଭ୍ ରିଭିଜନ (ଏସ୍ଆଇଆର୍)କୁ ବିରୋଧୀ ମେଣ୍ଟ ଇଣ୍ଡିଆ ବ୍ଲକ୍ ଦୃଢ଼ ବିରୋଧ କରିବା ସହ ଆସନ୍ତା ୯ ତାରିଖ ବୁଧବାର ରାଜ୍ୟରେ ବନ୍ଦ ପାଳନ ପାଇଁ…