Bihar CM Oath : ଆଜି ଇସ୍ତଫା ଦେଇ ନୂଆ ସରକାର ଗଠନ ପାଇଁ ଦାବି ରଖିବେ ନୀତୀଶ ପାଟନା,୧୭।୧୧: ନୀତୀଶ କୁମାର ସୋମବାର ସକାଳେ କ୍ୟାବିନେଟ ବୈଠକ ଡାକିଛନ୍ତି। ସୂଚନା ଅନୁଯାୟୀ ଏହି ବୈଠକରେ କ୍ୟାବିନେଟ ଭାଙ୍ଗିବାକୁ ଅନୁମୋଦନ ମିଳିପାରେ। ଏହା ପରେ ତୁରନ୍ତ ନୀତୀଶ କୁମାର ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିବେ ଏବଂ ନୂତନ ସରକାର ଗଠନ ପ୍ରକ୍ରିୟା…