ବିହାର ନିର୍ବାଚନୀ ତାଲିକା ସଂଶୋଧନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ବିରୋଧୀଙ୍କୁ ଲାଗିଲା ଝଟକା ନୂଆଦିଲ୍ଲୀ,୧୦।୭: ସୁପ୍ରିମକୋର୍ଟ ବିହାରରେ ନିର୍ବାଚନ କମିଶନ (ଇସି) ଦ୍ୱାରା କରାଯାଉଥିବା ସ୍ୱତନ୍ତ୍ର ନିବିଡ଼ ସଂଶୋଧନ (ଏସଆଇଆର) କାର୍ଯ୍ୟକ୍ରମରେ ଯୁକ୍ତି ଓ ବ୍ୟବହାରିକତା ରହିଛି ବୋଲି ମତ ପ୍ରକାଶ କରିଛନ୍ତି। ନିର୍ବାଚନ କମିଶନଙ୍କ ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା କେତେକ ଆବେଦନର...