Tag Archives: Bihar Politics

ପଦରୁ ଇସ୍ତଫା, INDIAରେ ପଶୁପତିଙ୍କ ସାମିଲକୁ ନେଇ ବଢ଼ୁଛି ଚର୍ଚ୍ଚା; ଏଣେ ସୁଯୋଗ ଅପେକ୍ଷାରେ ଲାଲୁ…

ପାଟନା,୧୯।୩: ପୁଣିଥରେ ବିହାର ରାଜନୀତି ସରଗରମ। ଚିରାଗ ପାସଓ୍ବାନ ଏବଂ ପଶୁପତି ପାରସଙ୍କ ମଧ୍ୟରେ ଚାଲିଥିବା ରାଜନୈତିକ ଲଢ଼େଇରେ ବର୍ତ୍ତମାନ ପୁତୁରା ବାଜିମାତ କରିଛନ୍ତି। ସୋମବାର ଭାଜପା ରାଜ୍ୟର ୫ ଆସନ ପୁତୁରା ଚିରାଗଙ୍କୁ ଦେବାର ବାଜି ଖେଳିଥିଲା। ଅର୍ଥାତ ଦାଦା-ପୁତୁରାଙ୍କ…

ମଝିରେ ଟିକେ ଏପଟ-ସେପଟ ହୋଇଯାଇଥିଲି, ଏବେ ଭାଜପାରେ ହିଁ ରହିବି: ନୀତୀଶ

ପାଟନା,୭।୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବୁଧବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କୁ ଭେଟିଛନ୍ତି। ଏନ୍‌ଡିଏ ସହ ମେଣ୍ଟ କରିବା ପରେ ଏହା ମୋଦିଙ୍କ ସହ ତାଙ୍କର ପ୍ରଥମ ସାକ୍ଷାତ। ଏହି ଅବସରରେ…

ଆରଜେଡି ମନ୍ତ୍ରୀଙ୍କୁ ବାହାର କରି ଭାଜପା ନେତାଙ୍କୁ ସରକାରରେ ସାମିଲ କରିବେ ନୀତୀଶ କୁମାର!

ନୂଆଦିଲ୍ଲୀ,୨୭।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ସହଯୋଗୀ ତଥା ଲାଲୁ ଯାଦବଙ୍କ ଦଳ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ର ମନ୍ତ୍ରୀଙ୍କୁ ବରଖାସ୍ତ କରିବେ ବୋଲି ସୂତ୍ରରୁ ଜଣାପଡିଛି। ଆସନ୍ତା ତିନି ମାସ ମଧ୍ୟରେ ହେବାକୁ ଥିବା ଲୋକସଭା ନିର୍ବାଚନ…

ରବିବାର ସକାଳ ୧୦ଟାରେ ଇସ୍ତଫା ଦେବେ ନୀତୀଶ, ଅପରାହ୍ନରେ ନେବେ ଶପଥ-ରିପୋର୍ଟ

ପାଟନା,୨୭।୧: ବିହାର ରାଜନୀତି ସହ ଜଡ଼ିତ ଆଉ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ସକାଳ ୧୦ଟାରେ ନିଜର ଇସ୍ତଫାପତ୍ର ରାଜ୍ୟପାଳଙ୍କୁ ଦେବେ। ଏହାପରେ ଏନ୍‌ଡିଏ ସହ ମେଣ୍ଟ କରି ପୁଣିଥରେ ସେ ଅପରାହ୍ନ ୪ଟାରେ…

ରବିବାର ଶପଥ ନେବେ ନୀତୀଶ କୁମାର, ଉପ ମୁଖ୍ୟମନ୍ତ୍ରୀ ହେବେ ଭାଜପାର ସୁଶୀଲ ମୋଦି

ନୂଆଦିଲ୍ଲୀ,୨୬।୧: ବିହାର ରାଜନୀତିରେ ପୁଣିଥରେ ସୃଷ୍ଟି ହୋଇଛି ହଟଚମଟ। ଆରଜେଡି ହାତ ଛାଡି ନୀତୀଶ ପୁଣିଥରେ ଭାଜପା ଶିବିରକୁ ଫେରୁଥିବା ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ ଖବର ଆସିଛି ଯେ, ରବିବାର ଭାଜପା ସହଯୋଗରେ ସରକାର ଗଠନ କରି ନୀତୀଶ କୁମାର…

ନୀତୀଶ-ତେଜସ୍ବୀଙ୍କ ମଝିରେ ପଡ଼ିଥିବା ଖାଲି ଚୌକି କହୁଛିି ମେଣ୍ଟ ଭାଙ୍ଗିବାର କାହାଣୀ

ପାଟନା,୨୬।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜର ପଲଟୁରାମ ରାଜନୀତିକୁ ନେଇ ପୁଣିଥରେ ଚର୍ଚ୍ଚାରେ। ସେ ପୁଣିଥରେ ଲାଲୁ ପ୍ରସାଦ ଯାଦବଙ୍କ ଆର୍‌ଜେଡି ହାତ ଛାଡ଼ି ଭାଜପା ସହ ମେଣ୍ଟ କରିବାକୁ ପ୍ରସ୍ତୁତି ଚଳାଇଥିବା ଚର୍ଚ୍ଚା ଜୋର ଧରିଛି। ଏସବୁ ମଧ୍ୟରେ…

ମାନ୍‌ଝୀଙ୍କ ଚାଞ୍ଚଲ୍ୟକର ବୟାନ: ନୀତୀଶ କୁମାରଙ୍କ ଭୋଜନରେ ମିଶାଯାଉଛି ପାଗଳ କରିଦେଉଥିବା ‘ବିଷାକ୍ତ ପଦାର୍ଥ’, ଯାଞ୍ଚ କରାଯାଉ

ପାଟନା,୧୦।୧୧: ହିନ୍ଦୁସ୍ତାନୀ ଆବାମ୍‌ ମୋର୍ଚ୍ଚା ପ୍ରମୁଖ ଜିତନ ରାମ ମାନ୍‌ଝୀ ଶୁକ୍ରବାର ବଡ଼ ବୟାନ ଦେଇଛନ୍ତି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ପରସା ଯାଉଥିବା ଭୋଜନରେ ବିଷାକ୍ତ ପଦାର୍ଥ ମିଶାଯାଉଥିବା ସେ ଅଭିଯୋଗ କରିଛନ୍ତି। ତେବେ ତାଙ୍କ ପଦକୁ ହାତେଇବାକୁ ଚାହୁଁଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri