Tag Archives: bihar

୮ ବର୍ଷୀୟାଙ୍କୁ ହତ୍ୟା, ଜାଳିଦେଲେ ସାବତ ମା’

ବକ୍ସର, ୨।୨: ବିହାରର ବକ୍ସର ଜିଲା ଡୁମରାଓ ଥାନା ନୟା ଭୋଜପୁର ଅଞ୍ଚଳରେ ଜଣେ ମହିଳା ନିଜର ୮ ବର୍ଷିୟା ସାବତ ଝିଅଙ୍କୁ ଗଳା ଚିପି ହତ୍ୟା କରିଛନ୍ତି। ଏହାପରେ ସେ ତାଙ୍କ ସାବତ ଝିଅଙ୍କ ମୃତଦେହକୁ ଜାଳି ଦେଇଥିଲେ। ପ୍ରମାଣ…

ଇଞ୍ଜିନ-ପାୱାର କାର ମଧ୍ୟରେ ଚାପି ହୋଇ ମୃତ୍ୟୁ ବରଣ କଲେ ପଏଣ୍ଟସ୍‌ମ୍ୟାନ୍‌; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ନୂଆଦିଲ୍ଲୀ,୧୦ା୧୧: ବିହାର ବରାଉଣି ଜଙ୍କସନ୍‌ରେ ତାଳମେଳ ଅଭାବରୁ ରେଲଓ୍ବେ ପଏଣ୍ଟସ୍‌ମ୍ୟାନ୍‌ଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ଭାରତୀୟ ରେଲୱେର ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି ଯେ, ଷଡ଼ଯନ୍ତ୍ର କରି ସହକର୍ମୀଙ୍କୁ ହତ୍ୟା କରିଛନ୍ତି। ରେଲୱେର ତଦନ୍ତ ସମୟରେ ସିସିଟିଭି…

ଗଣବଳାତ୍କାର ଉଦ୍ୟମ:ଅଭିଯୁକ୍ତ ଡାକ୍ତରଙ୍କ ଗୁପ୍ତାଙ୍ଗ କାଟିଦେଲେ ନର୍ସ

ପାଟନା,୧୩ା୯: କୋଲକାତାରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଉତ୍ତେଜନା ଲାଗିରହିଥିବାବେଳେ ବିହାରର ଏକ ଘରୋଇ ହସ୍ପିଟାଲରେ ଜଣେ ନର୍ସଙ୍କୁ ଗଣବଳାତ୍କାର ଉଦ୍ୟମ ହୋଇଛି। ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ଡାକ୍ତର ରହିଛନ୍ତି, ଯିଏ କି ଉକ୍ତ ହସ୍ପିଟାଲର ପ୍ରଶାସକ।…

ତେଜସ୍ୱୀଙ୍କୁ ଟାର୍ଗେଟ କଲେ ପ୍ରଶାନ୍ତ କିଶୋର; କହିଲେ-”ସେ ଜିଡିପି କ’ଣ ଜାଣନ୍ତି ନାହିଁ, ବିକାଶ ମଡେଲ ବିଷୟରେ…”

ନୂଆଦିଲ୍ଲୀ,୨୫।୮: ରାଜନୈତିକ ରଣନୀତିଜ୍ଞ ତଥା ଜନ ସୁରଜ ସଂଯୋଜକ ପ୍ରଶାନ୍ତ କିଶୋର ରବିବାର ଆରଜେଡି ନେତା ତଥା ବିହାରର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବଙ୍କ ଉପରେ ଆକ୍ରମଣ କରିଛନ୍ତି। ତେଜସ୍ୱୀ ବିହାରର ଆଇନ ଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଥିଲେ, ଯେଉଁଥିରେ…

ରାଜନୀତିକୁ ଓହ୍ଲାଇବେ କି ମୁଖ୍ୟମନ୍ତ୍ରୀଙ୍କ ପୁଅ ? ବଢ଼ିଲା ଚର୍ଚ୍ଚା

ପାଟନା, ୨୮।୦୭: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କୁହନ୍ତି ଯେ ସମ୍ପୂର୍ଣ୍ଣ ବିହାର ମୋ ପରିବାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏ କଥାକୁ ନେଇ ମଧ୍ୟ ନୀତୀଶଙ୍କୁ ପ୍ରଶଂସା କରିଛନ୍ତି । ସେ କେବେ ବି ରାଜନୀତିରେ ପରିବାରବାଦକୁ ପ୍ରସୟ…

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି । ଲୋକସଭାରେ ଭାଷଣ ଦେଇ ଲଲନ ସିଂ କହିଛନ୍ତି ଯେ ଭାରତୀୟ ଜନତା…

ବିହାର-ଆନ୍ଧ୍ର-ଓଡ଼ିଶା ଭଳି ରାଜ୍ୟ କାହିଁକି ଦାବି କରୁଛନ୍ତି ସ୍ବତନ୍ତ୍ର ମାନ୍ୟତା; ଏଥିଲାଗି ମାନଦଣ୍ଡ କ’ଣ? ମିଳିଥାଏ କେଉଁ ସୁବିଧା…

ନୂଆଦିଲ୍ଲୀ,୨୫।୭: ବଜେଟ ୨୦୨୪ରେ ବିହାର ଏବଂ ଆନ୍ଧ୍ରପ୍ରଦେଶ ଲାଗି ସ୍ବତନ୍ତ୍ର ଘୋଷଣା ହେବା ପରେ ‘ସ୍ବତନ୍ତ୍ର ରାଜ୍ୟ ମାନ୍ୟତା’ ଚର୍ଚ୍ଚାକୁ ଆସିଛି। ଏହାକୁ ନେଇ ରାଜନୀତି ସରଗରମ ମଧ୍ୟ ହୋଇଛି। ସରକାର ବିହାର ଏବଂ ଆନ୍ଧ୍ରପ୍ରଦେଶକୁ ହାତ ଖୋଲି ଦେଇଥିବା ବେଳେ…

ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା ପାଇଁ ଏମିତି ରହିଛି ସର୍ତ୍ତ, ଓଡ଼ିଶାକୁ…

ନୂଆଦିଲ୍ଲୀ, ୨୨।୭: ବିହାରକୁ ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା ନେଇ ଜେଡିୟୁ ନେତା ମାଗିଥିବା ଉତ୍ତରରେ ରାଜ୍ୟ ଅର୍ଥମନ୍ତ୍ରୀ ପଙ୍କଜ ଚୌଧରୀ ଲିଖିତ ଭାବେ ଜଣାଇଛନ୍ତି । ସେ କହିଛନ୍ତି ଯେ ସ଼୍ବତନ୍ତ୍ର ରାଜ୍ୟର ମାନ୍ୟତା ପାଇବାକୁ ହେଲେ ଏଥିପାଇଁ ଉଦ୍ଧିଷ୍ଟ ରାଜ୍ୟକୁ…

ବିହାରକୁ ବଡ଼ ଝଟ୍‌କା ଦେଲେ ମୋଦି ସରକାର, ଆଉ ମିଳିବନି…

ନୂଆଦିଲ୍ଲୀ, ୨୨।୭: ମୋଦି ସରକାରଙ୍କ ତୃତୀୟ ପାଳି ବଜେଟ୍‌ ଆସନ୍ତାକାଲି ଅର୍ଥାତ ଜୁଲାଇ ୨୩ ତାରିଖରେ ସଂସଦରେ ଉପସ୍ଥାପନ ହେବାକୁ ଯାଉଛି । ଏହାର ଠିକ୍‌ ପୂର୍ବରୁ ବିହାରକୁ ବଡ଼ ଝଟ୍‌କା ଲାଗିଛି । ବିହାରର ସ଼୍ବତନ୍ତ୍ର ରାଜ୍ୟ ଦାବିକୁ ନେଇ…

କଥା ହେଲାନି ପ୍ରେମିକା, ବାପା ସହ ଦୁଇ ଭଉଣୀଙ୍କୁ ହତ୍ୟା କଲା ପ୍ରେମିକ

ପାଟନା, ୧୭ା୭: ପ୍ରେମିକା କଥା ହେଲାନି ବୋଲି ପ୍ରେମିକ ନୃଶଂସ କାଣ୍ଡ ଘଟାଇଛି । ପ୍ରେମିକା ସହ ତାଙ୍କ ବାପା ଏବଂ ଭଉଣୀକୁ ନିର୍ଦ୍ଦୟର ସହ ହତ୍ୟା କରିଛି ଏହି ପ୍ରେମିକ । ଏପରି ଏକ ଘଟଣା ବିହାର ଛପରା ଜିଲା…

ପୂର୍ବତନ ବିଧାୟକ ଏବଂ ଆଇଏଏସ୍‌ ଅଧିକାରୀଙ୍କ ଘରେ ପଶିଲା ଇଡି

ପାଟନା, ୧୬।୦୭: ବିହାରର ମଧୁବନି ଏବଂ ପାଟନା ଜିଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିିଛି । ମିଳିଥିବା ସୂଚନା ଅନୁସାରେ ମଧୁବନି ଝଞ୍ଝାରପୁରର ପୂର୍ବତନ ବିଧାୟକ ଗୁଲାବ ଯାଦବଙ୍କ ଘରେ ଇଡି ଖୋଳତାଡ଼ ଆରମ୍ଭ କରିଛି । ଏଥି…

ସ଼୍ବାଧୀନ ପ୍ରାର୍ଥୀଙ୍କ ଠାରୁ ହାରିଗଲେ ୫ ଥରର ବିଧାୟକ ବୀମା ଭାରତୀ

ପାଟନା , ୧୩।୦୭: ବିହାର ପୁର୍ଣ୍ଣିମା ଜିଲାର ରୁପୈଲି ବିଧାନସଭା ଆସନ ପାଇଁ ୧୦ ଜୁଲାଇରେ ହୋଇଥିବା ଉପ ନିର୍ବାଚନ ଫଳ ସାମ୍ନାକୁ ଆସିଛି । ସ଼୍ବାଧୀନ ପ୍ରାର୍ଥୀ ଶଙ୍କର ସିଂଙ୍କ ଉପରେ ଜନତା ଭରଷା କରିଛନ୍ତି । ଜନତା ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?