Tag Archives: biju patnaik

India-Pakistan War: ଯୁଦ୍ଧବେଳେ ଫାଇଟର ଜେଟ୍‌ ଉଡାଇଥିଲେ ନିଜେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ସହ ଅଛି ଲିଙ୍କ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର,୩।୫: ଏପ୍ରିଲ ୨୨ରେ ଜମ୍ମୁ-କଶ୍ମୀରର ପହଲଗାମସ୍ଥିତ ପର୍ଯ୍ୟଟନସ୍ଥଳ ବୈସରନେରେ ଆତଙ୍କବାଦୀମାନେ ୨୬ ହିନ୍ଦୁଙ୍କୁ ଗୁଳିକରି ହତ୍ୟାକରିବା ପରେ ଭାରତ ଏହି ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରି ପଡ଼ୋଶୀ ଦେଶ ବିରୋଧରେ ଅନେକ ପଦକ୍ଷେପ ନେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,...

ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ: କହିଲେ, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର.୧୫।୪: ବଲାଙ୍ଗିର ଜିଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ...

ନିଆଁରେ ଜଳିଗଲା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି: ଜାଣିଶୁଣି ପୋଡି ଦେଇଥିବା ଅଭିଯୋଗ

ପାଟଣାଗଡ ୧୫।୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ଏନଏସିସ୍ଥିତ ବ୍ଳକ ଛକଠାରେ ଦୀର୍ଘଦିନ ହେଲା ପଲିଥିନ ଘୋଡାହୋଇ ରହିଥିବା ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୁର୍ତ୍ତିରେ ମଙ୍ଗଳବାର ସକାଳୁ ଦୁର୍ବୃତ୍ତମାନେ ଜାଣିଶୁଣି ନିଆଁ ଲଗାଇ ପୋଡ଼ି ଦେଇଥିବାର ଅଭିଯୋଗ...

ଲାଞ୍ଜିଗଡ଼ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୯ତମ ଜନ୍ମ ଜୟନ୍ତୀ ସମାରୋହ ଅନୁଷ୍ଠିତ

ଲାଞ୍ଜିଗଡ,୫।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ମୁଖ୍ୟାଳୟ ବିଶ୍ୱନାଥପୁର ଠାରେ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଳକ ବିଜେଡି ସଭାପତି ହିମାଦ୍ରୀ...

ବିଜୁ ପଟ୍ଟନାୟକଙ୍କୁ ମନେପକାଇଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ ଏମିତି କଥା

ଭୁବନେଶ୍ୱର,୫।୩: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଆଜି ରାଜ୍ୟରେ ପାଳନ କରାଯାଉଛି। ଏହି ଅବସରରେ ତାଙ୍କୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍‌ ଯୋଗେ ବିଜୁ ବାବୁଙ୍କୁ...

ବିଶିଷ୍ଟ ବ୍ୟକ୍ତିତ୍ୱ ଥିଲେ ନବୀନଙ୍କ ଜେଜେ: ଜାଣନ୍ତୁ ସ୍ୱାଧୀନତା ସଂଗ୍ରାମୀଠାରୁ ମନ୍ତ୍ରୀ ହେବାର ଯାତ୍ରା

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତାଙ୍କର ବାପା ବିଜୟାନନ୍ଦ ପଟ୍ଟନାୟକ(ବିଜୁ) ଙ୍କୁ ସମସ୍ତେ ଜାଣନ୍ତି। କିନ୍ତୁ ବିଜୁ ପଟ୍ଟନାୟକଙ୍କ ବାପା ଲକ୍ଷ୍ମୀନାରାୟଣ ପଟ୍ଟନାୟକଙ୍କ ସମ୍ପର୍କରେ କୌଣସି ପୁସ୍ତକ ଆଦିରେ ସୂଚନା ନ ଥିବାରୁ ତାଙ୍କ ବିଷୟରେ ଲୋକେ ପ୍ରାୟତଃ...

ବିଜୁବାବୁଙ୍କ ପ୍ରତିମୂର୍ତ୍ତିରୁ ମୁଣ୍ଡ ଅଲଗା କଲେ ଦୁର୍ବୃତ୍ତ, ବିଜେଡି ପକ୍ଷରୁ ଥାନାରେ ଅଭିଯୋଗ

ରଣପୁର,୨୬।୨(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଏନ୍‌ଏସି ଅନ୍ତର୍ଗତ ମା’ ମଣିନାଗ ପୀଠ ନିକଟସ୍ଥ କଲ୍ୟାଣ ମଣ୍ଡପ ପରିସରରେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଥିଲା। ଶନିବାର ମଧ୍ୟରାତ୍ରିରେ କେହି ଦୁର୍ବୃତ୍ତ କଟର ମେଶିନ ସାହାଯ୍ୟରେ ପ୍ରତିମୂର୍ତ୍ତିରୁ ମୁଣ୍ଡକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri