ନୂଆ ରେକର୍ଡ ସୃଷ୍ଟି କଲା ଭୁବନେଶ୍ୱର ବିମାନବନ୍ଦର, ୨୦୨୫ରେ ଏତିକି ସଂଖ୍ୟକ ଯାତ୍ରୀ କରିଛନ୍ତି ଯାତ୍ରା ଭୁବନେଶ୍ୱର,୧୪ା୧: ନୂଆ ରେକର୍ଡ ସୃଷ୍ଟି କରିଛି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର। ୨୦୨୫ରେ ସର୍ବକାଳୀନ ରେକର୍ଡ କରିଛି। ଏହି ବିମାନବନ୍ଦରରୁ ୫.୧୫ ମିଲିୟନ ଯାତ୍ରୀ ଯାତାୟାତ କରିଛନ୍ତି। କୌଣସି ବର୍ଷ ଏତେ ଯାତ୍ରୀ ଯାତ୍ରା କରି ନ ଥିବା ବିମାନବନ୍ଦର...