ବୁଗୁଡ଼ାରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳିତ, ପୂର୍ବତନ ଶ୍ରମ ମନ୍ତ୍ରୀ…. ବୁଗୁଡା,୫।୩(କାଳିଚରଣଦାଶ): ବୁଗୁଡ଼ା ବଳଦେବସ୍ବାମୀ ବସଷ୍ଟାଣ୍ଡ ପରିସରରେ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳନ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ…