ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ ଓ ଛାତ୍ର ଜନତାଦଳ ପକ୍ଷରୁ ପ୍ରତିବାଦ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଥମେ…