ଭଞ୍ଜନଗର,୧୨ା୬(ବାବୁଲା ପ୍ରଧାନ): ରାଜ୍ୟରେ ଭାଜପା ସରକାରଙ୍କ ଶାସନର ଏକ ବର୍ଷ ପୂର୍ତ୍ତି ହୋଇଛି। ତେଣୁ ଗୁରୁବାର ଭଞ୍ଜନଗର ବ୍ଲକ କାର୍ଯ୍ୟାଳୟରୁ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ ହୋଇଛି।…