ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ… ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ ଧାରା ଓଡ଼ିଶା ସାରା’ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ…