Tag Archives: bike accident

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ହେଲେ ଆଠମଲ୍ଲିକ ଥାନା ନୂଆଗଡ଼ ଗ୍ରାମର ପ୍ରଦୀପ ନାୟକ (୪୫)। ଘଟଣାରୁ...

ହୋମ୍‌ଗାର୍ଡଙ୍କୁ ଆକ୍ରମଣ କରି ବାଇକ୍‌ ଜାଳିଦେଲେ ଆଉ ଜଣେ ବାଇକ୍‌ ଚାଳକ

ଭଞ୍ଜନଗର,୧୦ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନାରେ କାର୍ଯ୍ୟରତ ଥିବା ହୋମ୍‌ଗାର୍ଡ ଗଜେନ୍ଦ୍ର ନାୟକଙ୍କୁ ରବିବାର ତାଙ୍କ ଗ୍ରାମର ଜିତୁ ନାୟକ ଆକ୍ରମଣ କରିଥିଲେ। ଏହାପରେ ଗଜେନ୍ଦ୍ରଙ୍କ ବାଇକ୍‌କୁ ଜିତୁ ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ଏନେଇ ଏକ...

ମନ୍ଦିର ଦର୍ଶନ ସାରି ଫେରୁଥିଲେ,ପଥରରେ ପିଟିହେଲା ବାଇକ୍‌, ଚାଲିଗଲା ଜୀବନ

ଚିକିଟି,୫ା୧୧(ପ୍ରକାଶ ଚନ୍ଦ୍ର ସାହୁ): ଧାନଘରଠାରୁ ପ୍ରାୟ ୧୨ କିମି ଦୂର କେରାଣ୍ଡି ମାଳ ପର୍ବତ ଶିଖରେ ଅବସ୍ଥିତ ମା’ ବାଳକୁମାରୀ। ଘାଟିରେ ବୁଧବାର ବାଇକ୍‌ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତ ଜଣକ ହେଲେ...

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଆହତ

ହିଞ୍ଜିଳିକାଟୁ,୫ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ-ଆସିକା ଏନ୍‌ଏଚ୍‌- ୫୯ ଆସିକା ଥାନା ଅନ୍ତର୍ଗତ ଚେରମାରିଆ ଛକ ନିକଟରେ ରବିବାର ରାତିରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ଜଣଙ୍କ ଆସିକା ଲାଲା ଶାସନର ହିମାଂଶୁ...

ବାଇକ୍‌ ଦୁର୍ଘଟଣା: ଚାଲିଗଲା ୩ ଯୁବକଙ୍କ ଜୀବନ

ଦାରିଙ୍ଗବାଡ଼ି,୩ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡୁଲୁରୀ ପାଇନବଣ ନିକଟରେ ଏକ ବଡ଼ ବାଇକ୍‌ ଦୁର୍ଘଟଣା ଘଟିଛି ଏଥିରେ ୩ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ପୋଲିସ କହିଛି। ମୃତକଙ୍କ ପରିଚୟ ମିଳି ନ ଥିବା ବେଳେ ପୋଲିସ...

ବାଇକ୍‌ ଧକ୍କାରେ ବୃଦ୍ଧଙ୍କ ଜୀବନ ଗଲା, ମୃତଦେହକୁ ରାସ୍ତାରେ ଫିଙ୍ଗି ଫେରାର ହୋଇଗଲେ ଚାଳକ

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର-ଜଗନ୍ନାଥପୁର ଗାଁ ନିକଟରେ ଶନିବାର ବାଇକ୍‌ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ରାମଚନ୍ଦ୍ରପୁର ଗ୍ରାମର ଛଞ୍ଚାଣ ପରିଡ଼ା(୫୯)। ଛଞ୍ଚାଣ ଆଜି ଭୋର୍‌ ପ୍ରାୟ ୪...

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ): ଚକ୍ରତୀର୍ଥରୁ ନିଜ ଘର ପୁରୁଣାଘାଟି ଫେରୁଥିବା ସମୟରେ କିଷାନ ପ୍ରଧାନ ନାମକ ଜଣେ ଯୁବକ କୁସବଣୀ ଛକ ନିକଟରେ ବାଇକ୍‌ ସ୍ଲିପ୍‌ କରିବାରୁ ପଡ଼ିଯାଇଥିଲେ। ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ କିନ୍ତୁ ଆମ୍ବୁଲାନ୍ସ ଘଟଣାସ୍ଥଳକୁ...

ଗଛରେ ପିଟି ହେଲା ବାଇକ୍‌, ଚାଲିଗଲା ଯୁବକଙ୍କ ଜୀବନ

ତୁମୁଡ଼ିବନ୍ଧ,୯ା୧(ଦୀପକ ପାରାସେଟ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ କୁର୍ତମଗଡ଼ ପଞ୍ଚାୟତସ୍ଥିତ ଟୋଲ ଗେଟ୍‌ ସାମ୍ନାରେ ଘଟିଛି ଏକ ସଡ଼କ ଦୁର୍ଘଟଣା। ପ୍ରକାଶ ଯେ, ବୁଧବାର ବିଳମ୍ବିତ ରାତିରେ ଆର୍‌ ୧୫ ଓଡି ୦୮ ଏନ୍‌ ୨୭୮୫ ନମ୍ବର ବିଶିଷ୍ଟ...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ଜୀବନ ଚାଲିଯାଇଛି। ମୃତକ ଦ୍ୱୟ ହେଲେ ଅମିତ...

ବାଇକ୍‌କୁ ଧକ୍କା ଦେଲା ବାଇକ୍‌, ଚାଲିଗଲା ଯୁବକଙ୍କ ଜୀବନ

ସଇଁତଳା,୩୧ା୧୦(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଥାନା ବିବିନା ପଞ୍ଚାୟତ ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସଇଁତଳା ପୋଲିସ ସୂତ୍ରରୁ ପ୍ରକାଶ ଯେ, ବିବିନା ପଞ୍ଚାୟତ ଗ୍ୟାସ୍‌ ଗୋଦାମ ନିକଟରେ ଟାୟାର ରିପ୍ୟାରିଂ ଦୋକାନ...

ବାଇକ୍‌ ଚଳାଇ ଆସୁଥିବାବେଳେ ହଠାତ୍‌ ପଡ଼ିଗଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାର ଓଡ଼ାସିଙ୍ଗି ଗ୍ରାମ ନିକଟରେ ବୁଧବାର ସାରେ ପ୍ରାୟ ସାଢ଼େ ୬ ଟାରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣକ ହେଲେ କେ.ନୂଆଗାଁ ଥାନା ନୂଆପଡ଼ା ଗ୍ରାମ ଚଢ଼ିଆପଦା ସାହିର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri