ଓଭରଟେକ କରୁଥିବା ବେଳେ ପରସ୍ପର ମଧ୍ୟରେ ପିଟି ହେଲେ ଦୁଇ ବାଇକ୍, ତାପରେ…. ବଲାଙ୍ଗୀର,୨୫।୨(ସୁନିଲ କୁମାର ମହାନ୍ତି): ବିଳମ୍ବିତ ସନ୍ଧ୍ୟାରେ ବଲାଙ୍ଗୀରରେ ସଡ଼କ ଦୁର୍ଘଟଣା । ବୁଧବାର ସନ୍ଧ୍ୟାରେ ବଲାଙ୍ଗୀର ଭିଆଇପି ରାସ୍ତା ଭାବେ ପରିଚିତ ଭାଗିରଥି ଛକ- ସର୍କିଟ ହାଉସ ରାସ୍ତାରେ ଦୁଇ ମଟର ସାଇକେଲ ଦୁର୍ଘଟଣା ହୋଇଛି । ଏଥିରେ ଦୁଇ ବାଇକ୍…