ଥୁଆମୂଳ ରାମପୁରରେ ବାଇକ ଦୁର୍ଘଟଣା, ଦୁଇ ଯୁବକଙ୍କ ମୃତ୍ୟୁ ଥୁଆମୂଳ ରାମପୁର,୧୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେବେ ଏଥରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି । ପରିବାରର ହସ ଖୁସି ଛଡାଇ…