ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…
ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଚୋରି ହୋଇ ଥିବା ନେଇ ଅଭିଯୋଗ ହେବା ପରେ ଝରିଗାଁ ପୋଲିସ…

