ଗଛରେ ବାଇକ୍ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ ବଘିଆପଡ଼ା,୭ା୭(ଶ୍ରୀକାନ୍ତ ସାହୁ): ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଜହ୍ନାପଙ୍କ-ଖଲିଆପାଲି ରାସ୍ତାର ତାଳଗରୀ ଛକରେ ରବିବାର ରାତିରେ ଏକ ବାଇକ ଆରୋହୀ ବିଜାପଦର ଗ୍ରାମକୁ ଯାଉଥିବା ସମୟରେ ଏକ ନିମ୍ବ ଗଛରେ ପିଟି ହେବାରୁ ବାଇକ ଆରୋହୀ ଗୁରୁତର ହୋଇଥିଲେ।...