ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ, ଆଉ ୩… ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍ ଦୁର୍ଘଟଣା ଯୋଗୁ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍ରେ ଥିବା ଅନ୍ୟ ତିନି ଜଣ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ…