ଆକ୍ସନ ମୋଡ୍ରେ ଧର୍ମଶାଳା ପୋଲିସ: ୪ ବାଇକ୍ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି… ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ ନିକଟରୁ ୪ଟି ଚୋରି ହୋଇଥିବା ବାଇକ୍ ଜବତ କରାଯାଇଛି। ମିଳିଥିବା ସୂଚନାନୁଯାୟୀ, ଦୀର୍ଘଦିନ…