୨୮ ବାଇକ୍ ଚୋରି କରି ଜଙ୍ଗଲରେ ରଖିଥିଲେ, ଚଢ଼ାଉ କରି ୨ ଜଣଙ୍କୁ ବାନ୍ଧିଲା ପୋଲିସ ସମ୍ବଲପୁର୧୭ା୧୧(ପ୍ରମୋଦ ବହିଦାର): ଜଙ୍ଗଲ ମଧ୍ୟରେ ୨୮ ଚୋରା ବାଇକ୍କୁ ବିକ୍ରି ପାଇଁ ଲୁଚାଇ ରଖିଥିବାବେଳେ ଅଇଁଠାପାଲି ପୋଲିସ ଜବତ କରିଛି। ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ଜାରଙ୍ଗ ଜଙ୍ଗଲରୁ ବାଇକ୍ଗୁଡ଼ିକ ଜବତ କରାଯାଇଛି। ଏହି ଘଟଣାରେ ସୋନପୁର ବୀରମହାରାଜପୁରର...