ଅଜଣା ଗାଡ଼ି ଧକ୍କାରେ ବାଇକ ଚାଳକ ମୃତ, କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କୋକସରା,୨୭।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଆମପାଣି ଥାନା ଅନ୍ତର୍ଗତ ମହାଜନଗୁଡା ଓ ଶିଉନି ମଧ୍ୟରେ ଶୁକ୍ରବାର ଅପରାହ୍ନରେ କୌଣସି ଏକ ଅଜଣା ଗାଡି ଧକ୍କାରେ ସ୍ଥାନୀୟ କେନ୍ଦୁଡଙ୍ଗରୀ ଗ୍ରାମର ଧବଳେଶ୍ବର ବାଗ(୫୨)...