କିଏ ସେ ବିମଲ ପାରେଖ? ଯିଏ ଗୋଟିଏ ସେକେଣ୍ଡରେ ଆମିର ଖାନଙ୍କୁ କରିଦେଇପାରନ୍ତି କାଙ୍ଗାଳ ମୁମ୍ବାଇ: ପ୍ରତିବର୍ଷ ଅଭିନେତାମାନେ କୋଟି କୋଟି ଟଙ୍କା ରୋଜଗାର କରନ୍ତି। ଯେତେବେଳେ ସୁପରଷ୍ଟାର ଆମିର ଖାନଙ୍କ କଥା ଆସେ, ତାଙ୍କ ଫିଲ୍ମ କୋଟି କୋଟି ଟଙ୍କା ରୋଜଗାର କରେ। ଏମିତିରେ ତାଙ୍କ ରୋଜଗାର ମଧ୍ୟ କୋଟିରେ ହୋଇଥାଏ। ଏହି ଟଙ୍କାକୁ...