ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା… ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ଯ୍ୟ କରୁଥିବା ୧୯୯୩ ବ୍ୟାଚର ଆଇପିଏସ୍ ଅଧିକାରୀ ମିଶ୍ରଙ୍କୁ ଡିଜିପିର ଅତିରିକ୍ତ ଦାୟିତ୍ୱ…