ଭୁବନେଶ୍ୱର,୬ା୯: ବାୟୋମେଟ୍ରିକ୍ ଉପସ୍ଥାନ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ପଞ୍ଚାୟତ କର୍ମଚାରୀଙ୍କଠାରୁ ଆରମ୍ଭ କରି ବିଡିଓଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ସମାନ ବାୟୋମେଟ୍ରିକ ବ୍ୟବସ୍ଥା କରିଛନ୍ତି ସରକାର।…