ପ୍ରକୃତିର ଅଜବ କାରନାମା: ବିନା ବିଶ୍ରାମରେ ୧୧ ଦିନରେ ୧୩,୫୬୦ କିଲୋମିଟର ଉଡ଼ିଲା ଏହି ପକ୍ଷୀ ନୂଆଦିଲ୍ଲୀ,୧୨ା୩: ଆପଣମାନେ ଅନେକ ଦୂରଗାମୀ ବିମାନ ଯାତ୍ରା ବିଷୟରେ ଶୁଣିଥିବେ, କିନ୍ତୁ ଆଜି ଆମେ ଆପଣଙ୍କୁ ଏମିତି ଏକ ପକ୍ଷୀ ବିଷୟରେ କହିବୁ ଯାହା କୌଣସି ସୁପରମ୍ୟାନ୍ଠାରୁ କମ୍ ନୁହେଁ। ମାତ୍ର ୪ ମାସର ଏକ କୁନି ପକ୍ଷୀ ‘B6’, ଯିଏ…