ଇଣ୍ଡିଗୋ ବିମାନରେ ମାଡ଼ ହେଲା ପକ୍ଷୀ, ୨୧୬ ଯାତ୍ରୀଙ୍କୁ ପାଇଲଟ…. ନୂଆଦିଲ୍ଲୀ,୧୨ା୧: ରବିବାର ସନ୍ଧ୍ୟାରେ ବାରାଣସୀର ଲାଲ ବାହାଦୁର ଶାସ୍ତ୍ରୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋର ଏକ ବିମାନ ଏମରଜେନ୍ସି ଲ୍ୟାଣ୍ଡିଂ କରିଛି । ଗୋରଖପୁରରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ 6E-437 ଏକ ପକ୍ଷୀ ଧକ୍କା ଯୋଗୁଁ ଜରୁରୀକାଳୀନ ଅବତରଣ କରିଥିଲା।…