ରାହୁଲ ଗାନ୍ଧିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ ପୋଷ୍ଟ ଶେୟାର କରି କ’ଣ ଲେଖିଲେ ନୂଆଦିଲ୍ଲୀ,୧୯।୬: ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ୫୫ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ରାହୁଲଙ୍କ ପାଇଁ...