ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ ଆନ୍ଧ୍ର ସୀମାନ୍ତ ପଲାସା ଓ ଟାକେଲି ମଧ୍ୟରେ ଥିବା ନନ୍ଦିଗାଁ ନିକଟରେ କାର୍-ଟ୍ରକ୍…