ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା… ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ ହେଉଥିବା ଖବର ପାଇ ଗୋ-ସୁରକ୍ଷା ସମିତିର ସଦସ୍ୟମାନେ ଚଢ଼ାଉ କରିବା ସହ ଥାନା…