ଚିନ୍ତା ବଢ଼ାଉଛି କୁକୁରଙ୍କ ଦୌରାତ୍ମ୍ୟ, ଏଥିରୁ ରକ୍ଷା ପାଇବା ପାଇଁ… ଦାରିଙ୍ଗବାଡ଼ି,୯ା୧(ଅରୁଣ ସାହୁ): ଘରେ ଘରେ କୁକୁର ପାଳନ ପାଇଁ ଆଗ୍ରହ ରହିଥାଏ। କୁହାଯାଏ, କୁକୁର ମଣିଷର ପ୍ରକୃତ ବିଶ୍ୱସ୍ତ ବନ୍ଧୁ। ପାଳିତ କୁକୁର କିମ୍ବା ବୁଲା କୁକୁର ମଣିଷକୁ ସୁରକ୍ଷା ଦେବାରେ କାମ କରିଥାଏ କିନ୍ତୁ ସେହି ବନ୍ଧୁ ଥରେ...