‘ମୁଁ ସ୍ତ୍ରୀ ପାଗଳ…’, କାହିଁକି ଏଭଳି କହିଲେ ଓୱାଇସି, କାରଣ ଜାଣିିଲେ…
ନୂଆଦିଲ୍ଲୀ,୪।୧୧: ‘ପଗଳୁ’ ଶବ୍ଦକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ନିଜ ଅନ୍ଦାଜରେ ଜବାବ ରଖିଛନ୍ତି AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି। ସେ କହିଛନ୍ତି, “ମୁଁ ସ୍ତ୍ରୀ ପାଗଳ। ମୋର ସ୍ତ୍ରୀ ଅଛନ୍ତି, ପିଲାଛୁଆ ଅଛନ୍ତି। ଯଦି ଶାନ୍ତିରେ ଜୀବନ ବିତାଇବାକୁ ଚାହୁଁଛନ୍ତି,…

