Tag Archives: BJD

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା ହେବ, ନିର୍ବାଚନରେ ଅନେକ କିଛି ଘଟଣା ଘଟିଗଲା। ଦୂର ନେତାଙ୍କ ସହ ଦେଖା...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ମତାନ୍ତର ମନାନ୍ତର ରହିବା ସ୍ବାଭାବିକ, କିନ୍ତୁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି କରିଥିଲେ। ସେହି ଭୋଜିରେ କିନ୍ତୁ କେହି ସେମିତି ନିଜକୁ ବରିଷ୍ଠ ବା ରାଜ୍ୟସ୍ତରୀୟ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି। ଶୁକ୍ରବାର ମେଳିରେ ବି ଏମାନେ ସାମିଲ ଥିଲେ। ଉତ୍ତର ଓଡ଼ିଶା ଉତ୍ସବକୁ ନିମନ୍ତ୍ରଣ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ ବାବୁ ଦରମା ଉପରେ ନିର୍ଭରଶୀଳ ନୁହନ୍ତି, ସେଥିପାଇଁ ମନା କରିଛନ୍ତି। କିନ୍ତୁ ମୁଁ...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି। ଏହି ଉତ୍ସବରେ ଯୋଗ ଦେଇଥିବା ଚମ୍ପୁଆ ବିଜେଡି ବିଧାୟକ...

ଭଦ୍ରକ ରାଜନୀତି ସରଗରମ: ବିଜେଡିରୁ ଇସ୍ତଫା ଦେଲେ ବ୍ଲକ ଅଧ୍ୟକ୍ଷ

ଭଦ୍ରକ, ୧।୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଇସ୍ତଫା ପର୍ବ ଚାଲିଥିଲା ବେଳେ ସୋମବାର ବିଜେଡି ସମର୍ଥିତ ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ୱାଳ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଅନ୍ୟମାନଙ୍କ ପରି ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ତାଙ୍କର...

ଦେବାଶିଷଙ୍କ ବୟାନ ଉପରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରତିକ୍ରିୟା, କହିଲେ ବୁଝି ବିଚାରି…

ଭୁବନେଶ୍ୱର,୨୫ା୧୧: ବିଜେଡି ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କ ଦଳ ବିରୋଧୀ ମନ୍ତବ୍ୟ ପରେ ପ୍ରସନ୍ନ ଆଚାର୍ଯ୍ୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସବୁ ପରିବାରରେ ଅସନ୍ତୋଷ ଥାଏ, ବୁଝି ବିଚାରି କାମ କଲେ ଭଲ। ଦଳରେ ଅନେକ ପ୍ରସଙ୍ଗକୁ ନେଇ ଭିନ୍ନ...

ବ୍ଲକ ଅଧ୍ୟକ୍ଷାଙ୍କୁ ଆସୁଛି ଧମକ: ଭାଜପାରେ ଯୋଗ ଦେବାକୁ ମନମୋହନଙ୍କୁ ଚିଠ ଲେଖିବାରୁ ଜୀବନରୁ ମାରିଦେବାକୁ…

ଭଣ୍ଡାରୀପୋଖରୀ/ଭଦ୍ରକ,୨୪।୧୧(ରାଜେନ୍ଦ ଶତପଥୀ/ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧ୍ୟକ୍ଷାଙ୍କୁ ବିଜେଡି ନଛାଡିବା ପାଇଁ ମିଳୁଛି ଧମକ । ଦଳ ପରିତ୍ୟାଗ କଲେ ଜୀବନରୁ ମାରିଦିଆଯିବ ବୋଲି କିଛି ଆସାମାଜିକ ବ୍ୟକ୍ତି ଧମକ ଦେଇଥିବା ଭଣ୍ଡାରିପୋଖରୀ ଥାନାରେ ବ୍ଲକ ଅଧ୍ୟକ୍ଷା...

ବିଜେଡିର ଗୁମର ଖୋଲିଲେ ଦଳୀୟ ନେତା: ନୂଆପଡ଼ା ପରାଜୟକୁ ନେଇ…

ଭୁବନେଶ୍ୱର,୨୦।୧୧: ବରିଷ୍ଠ ବିଜେଡି ନେତା ଭୂପିନ୍ଦର ସିଂଙ୍କ ଗୁରୁବାର ଏକ ବଡ଼ ବୟାନ ଦେଇଛନ୍ତି। ନୂଆପଡ଼ାରେ ବିଜେଡିର ପରାଜୟକୁ ନେଇ ଭୂପିନ୍ଦର ପ୍ରତିକ୍ରିୟା ରଖିଛନ୍ତି। ବିଜେଡିର ପ୍ରାର୍ଥୀ ଚୟନରେ ଭୁଲ ରହିଥିବା କହି ଦଳ ପ୍ରତି ଦୋଷାରୋପ କରିଛନ୍ତି। ଏପରିକି...

ପରାଜୟ ପରେ ଦଳ ଭିତରେ ଟଣାଓଟରା: ୨ ଦିନ ପରେ ନବୀନଙ୍କୁ ଭେଟିଲେ…

ଭୁବନେଶ୍ୱର, ୧୮।୧୧(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନରେ ବିଜେଡି ୩ ନମ୍ବର ସ୍ଥାନରେ ରହିବା ପରେ ସେମାନଙ୍କ ଦଳ ଭିତରେ ଏବେ ପୁଣିଥରେ କାଦୁଆ ଫିଙ୍ଗା ଆରମ୍ଭ ହୋଇଯାଇଛି। କାହିଁକି ଜିଲା ବାହାରୁ ଆଣି ସ୍ନେହାଙ୍ଗିନୀ ଛୁରିଆଙ୍କୁ ଦଳ ପ୍ରାର୍ଥୀ କଲା...

ନୂଆପଡ଼ା ଫଳାଫଳ ପରେ ମୁହିଁ ଖୋଲିଲେ ବିଜେଡି ନେତା ସମ୍ବିତ: କ’ଣ ପାଇଁ ତୃତୀୟ ସ୍ଥାନକୁ ଆସିଲୁ…

ଭୁବନେଶ୍ୱର,୧୭।୧୧: ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ସୋମବାର ମୁହଁ ଖୋଲିଛନ୍ତି। ବିଜେଡିର ଉପନିର୍ବାଚନ ପରିଚାଳନାକୁ ନେଇ ସମ୍ବିତ ନାପସନ୍ଦ କରିଛନ୍ତି। ଏପରିକି ନିର୍ବାଚନ ମଣ୍ଡଳୀ ବାହାର ପ୍ରାର୍ଥୀ ଚୟନକୁ ନେଇ ସମ୍ବିତ ପ୍ରଶ୍ନ ଉଠାଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri