ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା… ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର କରିବା ନେଇ ଧାମନଗର ଏନ୍ଏସି ବିଜେଡି ପକ୍ଷରୁ ଶୁକ୍ରବାର ପୂର୍ବାହ୍ନରେ ଧାମନଗର ଥାନାରେ…