ଭୁବନେଶ୍ୱର,୪।୮: ବିଜୁ ଜନତା ଦଳ (ବିଜେଡି) ଓଡ଼ିଶାର ଚାରିଟି ଜିଲା ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ କଳାହାଣ୍ଡି ପାଇଁ ନୂଆ ଜିଲା ସଭାପତିଙ୍କ ନାମ ଘୋଷଣା କରିଛି।…