ବିଜେଡି ସମର୍ଥିତ ବ୍ଲକ୍ ଅଧ୍ୟକ୍ଷଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଲା ବିଜେଡି ବନ୍ତ,୨୯ା୧୧(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ କୋଟିଏରୁ ଅଧିକ ଟଙ୍କା ଆତ୍ମସାତ ଅଭିଯୋଗ ଆଣିଛି ବିଜେଡି। ମହାତ୍ମାଗାନ୍ଧୀ କର୍ମ ନିଯୁକ୍ତି ଯୋଜନାରେ ନିଜ ନାମରେ ଭେଣ୍ଡର କୋଡ଼ ଖୋଲି ଟଙ୍କା ଆତ୍ମସାତ କରିଥିବା ଖବରଦାତା ସମ୍ମିଳନୀରେ...