ପୂର୍ବ ସରକାରଙ୍କୁ ଟାର୍ଗେଟ୍ କଲେ ମୁଖ୍ୟମନ୍ତ୍ରୀ, କହିଲେ ବିରୋଧୀଙ୍କୁ ଟିକେ ହଜମ ଗୁଲି ଦରକାର ଛତ୍ରପୁର,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି,ପୂର୍ବ…