Bjd News

ରୋଚକ ହେଉଛି ଯାଜପୁର ରାଜନୀତି: ଗୋଟିଏ ଦିନରେ ଦୁଇଥର ଦଳ ପରିବର୍ତ୍ତନ

ଯାଜପୁର,୧୮।୧: ଭାଜପାକୁ ଶକ୍ତ ଝଟ୍‌କା। ଭାଜପାରେ ମିଶିବାର ୨୪ ଘଣ୍ଟା ନପୂରୁଣୁ ବିଜେଡିକୁ ଫେରିଲେ ବିଜେଡି ନେତ୍ରୀ। ଯାଜପୁର ଜଲାପରିଷଦ ସଭ୍ୟା ଟିନା ହାଇବୃ ବିଜେଡିକୁ ଫେରିଛନ୍ତି।…

6 hours ago