Tag Archives: BJD on waqf bill

ବିବାଦ ବଢୁଥିଲେ ବି ମୁହଁ ଖୋଲିଲେନି ସସ୍ମିତ, କହିଲେ ଦଳ ଦେବ ସ୍ପଷ୍ଟୀକରଣ

ଭୁବନେଶ୍ୱର,୧୦ା୪: ଓ୍ବକ୍‌ଫ ବିଲ୍‌କୁ ନେଇ ରାଜ୍ୟ ବିଜେଡିରେ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାଁ ନେଉନି। ଇତିମଧ୍ୟରେ ବିଦେଶ ଗସ୍ତରୁ ଫେରିଛନ୍ତି ଏମ୍‌ପି ସସ୍ମିତ ପାତ୍ର। ସେ ଦିଲ୍ଲୀରେ ପହଞ୍ଚିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି। ଅନ୍ୟପଟେ...

ଓ୍ବକ୍‌ଫ ବିଲ୍‌କୁ ନେଇ ଅଡୁଆରେ ବିଜେଡି

ଭୁବନେଶ୍ୱର, ୫ା୪(ସୁନିତ୍‌ ମିଶ୍ର): ଓ୍ବକ୍‌ଫ ବିଲ୍‌କୁ ନେଇ ବିଜେଡି ଆଭିମୁଖ୍ୟ ପରେ ରାଜ୍ୟ ରାଜନୀତି ସରଗରମ ହୋଇଛି। ପୂର୍ବରୁ ବିଲ୍‌କୁ ବିରୋଧକରିବା ଲାଗି କହୁଥିବା ବିଜେଡି ପରବର୍ତ୍ତୀ ସମୟରେ ବିବେକାନୁମୋଦିତ ଭୋଟ ଦେବା ଲାଗି ବିଜେଡି କହିବା କଥାକୁ ନେଇ...

ଓ୍ବାକଫ ବିଲକୁ ନେଇ BJDର ମତ ପରିବର୍ତ୍ତନ, ବରିଷ୍ଠ ନେତା କହିଲେ ନିଜ ଅନ୍ତରାତ୍ମାର କଥା ଶୁଣ

ନୂଆଦିଲ୍ଲୀ,୩।୪: ବିଜୁ ଜନତା ଦଳ(ବିଜେଡି) ୱାକଫ (ସଂଶୋଧନ) ବିଲ ଉପରେ ତା’ର ମତ ପରିବର୍ତ୍ତନ କରିଛି। ଲୋକ ସଭାରେ ବିଲ ଆଗତ ହେବା ପରେ, ବିଜେଡି ଏହାର ବିରୋଧରେ ମତ ରଖିଥିଲା। କିନ୍ତୁ ଏହା ସତ୍ତ୍ୱେ ବିଲ ଲୋକ ସଭାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri