୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍ ନିର୍ବାଚନ କମିଶନରଙ୍କୁ ଭେଟି ଏନେଇ ଅଭିଯୋଗ କରିଛନ୍ତି। ଲୋକସଭା ଓ ବିଧାନସଭାରେ ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି...