ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍, ନିରାଶ ହେଲେ ଅଞ୍ଚଳବାସୀ
ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍। ହେଲେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ପୀଡ଼ିତଙ୍କ ଦୁଃଖ…

