Tag Archives: BJD

କେରଳରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ, ମୃତଦେହ ଗାଁକୁ ଫେରାଇ ଆଣିବା ପାଇଁ ଡିଏଲ୍‌ଓଙ୍କୁ ଭେଟିଲେ ପରିବାରବର୍ଗ

ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): କେରଳରେ ସଡ଼କ ଦୁର୍ଘଟଣାରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଝରପୋଖରୀ ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଗ୍ରାମର ଜଗବନ୍ଧୁ ଦାସଙ୍କ ପୁଅ ଶୁଭମ। ସୂଚନା ଅନୁଯାୟୀ, ଶୁଭମ କେରଳର ଏକ ଘରୋଇ କମ୍ପାନୀରେ କାର୍ଯ୍ୟ…

କଲେଜ ସଂଘର୍ଷରୁ ଥାନାରେ ରାଜନୈତିକ ତାତି: ଗିରଫ ଦାବିରେ ରାତିସାରା ଭାଜପାର ଧାରଣା, ଯୁବ ବିଜେଡି ନେତା ଗିରଫ

ହିଞ୍ଜିଳିକାଟୁ,୧୭।୧୦(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ସ୍ୱୟଂଶାସିତ ବିଜ୍ଞାନ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନକୁ ନେଇ ସୃଷ୍ଟି ହୋଇଥିବା ଉତ୍ତେଜନା ଥମିବାର ନାଁ ନେଉନାହିଁ। କଲେଜ ପରିସରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ଆକ୍ରମଣ ଘଟଣାକୁ ନେଇ ଶୁକ୍ରବାର ରାତିରୁ ଶନିବାର ସନ୍ଧ୍ୟା…

ଛାତ୍ର ସଂସଦ ନିର୍ବାଚନ: ଦଶପଲ୍ଲା, ଝାରସୁଗୁଡ଼ାରେ ବାଜିମାରିଲା BCJD

ଦଶପଲ୍ଲା,୧୫।୧୦: ନୟାଗଡ଼ ଜିଲା ଦଶପଲ୍ଲା ବୃନ୍ଦାବନ ସୁବୁଦ୍ଧି ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଫଳଫଳ ଘୋଷଣା ହୋଇଛି। ଏଥିରେ ବିଜୁ ଛାତ୍ର ଜନତା ଦଳ(BCJD) ବାଜିମାତ୍‌ କରିଛି। ସଭାପତି, ଉପସଭାପତି ଏବଂ ସାଧାରଣ ସମ୍ପାଦକ ପଦବୀରେ BCJD ପ୍ରାର୍ଥ ବିଜୟୀ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉଷ୍ଣତା ପ୍ରକାଶ ପାଇଛି। ବିଶେଷ କରି ଛାତ୍ର ସଂସଦ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ଓ କର୍ମୀମାନେ ଗତ ତିନି ଦିନ ଧରି ଭୁବନେଶ୍ୱରସ୍ଥିତ ନବୀନ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ ଦାୟିତ୍ୱ ପ୍ରଦାନ କରିଥିବା ବେଳେ ସାଧାରଣ ସମ୍ପାଦକ ଭାବେ ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କ ନାମ…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛ। ଉପଜିଲାପାଳ ସୁନିଲ ମେହେର ପ୍ରତିବାଦ ସ୍ଥଲକୁ ଆସି…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର ସର୍କିଟ ହାଉସରୁ ବାହାରି ଭୁବନେଶ୍ୱର ଅଭିମୁଖେ ଗସ୍ତ କରିଛନ୍ତି ବୋଲି ଜଣା ପଡ଼ିଛି।…

ବିଜେଡିର ବଡ଼ ଚେତାବନୀ: MMDR ପ୍ରତ୍ୟାହାର ନ ହେଲେ ଧାରଣା

ଭୁବନେଶ୍ୱର,୩୧।୮:ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬(MMDR) ପ୍ରତ୍ୟାହାର ନ ହେବା ଯାଏ ରାଜଭବନ ଆଗରେ ଧାରଣା ଦିଆଯିବ ବୋଲି ସୋମବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ବିଜେଡି ନେତା ସଞ୍ଜୟ ଦାସବର୍ମା ଏବଂ ଚିନ୍ମୟ ସାହୁ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ ଶଙ୍ଖଭବନରୁ ଡାକରା ଆସିବା ପରେ ଶୁକ୍ରବାର ଶଙ୍ଖ ଭବନରେ ପହଞ୍ଚିଛନ୍ତି ଗଞ୍ଜାମ ବିଜେଡି…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳର ସାଧାରଣ ସମ୍ପାଦକ ବିଜୟ ନାୟକ ନିଲମ୍ବିତ କରିଛନ୍ତି ।…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି। ଦଳୀୟ ଅବହେଳା ଓ ନର୍ଲା ନିର୍ବାଚନ ମଣ୍ଡଳୀର ବିକାଶକୁ ଆଧାର କରି ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?