BJD

ବିଧାୟକମାନେ କେତେ ଦରମା ପାଆନ୍ତି ଜାଣନ୍ତୁ…

ଭୁବନେଶ଼୍ବର, ୧୦ା୬: ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବହୁମତ ହାସଲ କରି ଭାଜପା ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି।…

2 years ago

ଭାଜପାରେ ଯୋଗ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୮ା୬: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟ୍ଟଶାଣୀ ଶନିବାର ଦଳ ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ପାଟ୍ଟଶାଣୀ ୧୯୯୮ରୁ ୨୦୧୯ ପର୍ଯ୍ୟନ୍ତ ଭୁବନେଶ୍ୱର…

2 years ago

ପେଡ଼ି ଖୋଲିଦେଲେ ଉମା ସାମନ୍ତରାୟ, “ମତେ ବାଧ୍ୟକରି ଏଠୁ ନିର୍ବାଚନ ଲଢ଼ାଇଲେ”

ଭୁବନେଶ଼୍ବର, ୮/୬: ବିଜେଡି ନେତା ଉମା ସାମନ୍ତରାୟଙ୍କ ବିସ୍ଫୋରକ ବୟାନ ସାମ୍ନାକୁ ଆସିଛି। ଉମା ତାଙ୍କର ଅସନ୍ତୋଷର ପେଡ଼ି ଖୋଲିଛନ୍ତି। ତାଙ୍କୁ ବାଧ୍ୟକରି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀକୁ…

2 years ago

ଇନ୍‌ଷ୍ଟାଗ୍ରାମରୁ ବିଜେଡି ହଟାଇଲେ ପାଣ୍ଡିଆନ, ପରିବର୍ତ୍ତନ କରି ଲେଖିଲେ…

ଭୁବନେଶ୍ୱର,୫ା୬: ସୋସିଆଲ ମିଡିଆ ଆକାଉଣ୍ଟ ଇନ୍‌ଷ୍ଟାଗ୍ରାମରୁ କାର୍ତ୍ତିକ ପାଣ୍ଡିଆନ ବିଜେଡି ହଟାଇ ଦେଇଛନ୍ତି। ଏହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ସେ ତାଙ୍କ ପ୍ରୋଫାଇଲରେ ବିଜେଡିର ସଦସ୍ୟ…

2 years ago

ହାରିଲେ ବିଜେଡି, କଂଗ୍ରେସ, ଭାଜପା ସଭାପତି

ଭୁବନେଶ୍ୱର,୪ା୬(ଅନିଲ ଦାସ): ଚଳିତ ନିର୍ବାଚନର ଫଳାଫଳ ଅତ୍ୟନ୍ତ ରୋମାଞ୍ଚକ ହୋଇଛି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସଭାପତି ଏହି ନିର୍ବାଚନରେ…

2 years ago

ନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀ

ଭୁବନେଶ୍ୱର,୪।୬: ରାଜ୍ୟରେ ୨୦୨୪ ନିର୍ବାଚନର ଫଳାଫଳ ସମସ୍ତଙ୍କ ଚକିତ କରିଛି । ଓଡ଼ିଶାରେ କ୍ଷମତାସୀନ ବିଜେଡିର ଦୁର୍ଗ ଭୁଶୁଡିଛି । ବିଜେଡିର ବହୁ ହେଭିୱେଟ ନେତା ପରାଜିତ…

2 years ago

ବଦଳିଯିବ ଓଡ଼ିଶା ରାଜନୀତି, ଗଠନ ହେବ ନୂଆ ସରକାର !

ଭୁବନେଶ଼୍ବର,୪।୬: ରାଜ୍ୟରେ ଜାରି ରହିଛି ନିର୍ବାଚନ ଗଣତି। ପ୍ରଥମ ପର୍ଯ୍ୟାୟରୁ ଆଗରେ ଥିବା ବିଜେଡି ପୁଣିଥରେ ସରକାର ଗଢ଼ିବା ନେଇ ଆଶା କରାଯାଉଥିଲା । ହେଲେ ଦିନ…

2 years ago

ତାଳଚେର ବିଧାନସଭା ଆସନ ବଜାୟ ରଖିଲା ବିଜେଡି

ତାଳଚେର,୪।୬: ତାଳଚେର ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପୁଣିଥରେ ବଜାୟ ରଖିଛି। ବର୍ତ୍ତମାନ ବିଧାୟକ ଥିବା ବ୍ରଜ କିଶୋର ପ୍ରଧାନ ପୁଣିଥରେ ଏହି ଆସନରୁ ବିଜୟୀ…

2 years ago

ବିଜେଡି ହାତରୁ ଖସିଗଲା ଚିଲିକା ଆସନ, ଫୁଟିଲା ପଦ୍ମ

ଭୁବନେଶ଼୍ବର,୪।୬: ବହୁ ଚର୍ଚ୍ଚିତ ଚିଲିକା ବିଧାନସଭା ମଣ୍ଡଳୀ ଶାସକ ଦଳ ହାତରୁ ଖସି ଯାଇଛି। ଭାଜପା ଦଳର ପ୍ରାର୍ଥୀ ପୃଥ଼୍ବୀରାଜ ହରିଚନ୍ଦନ ଏଠାରୁ ବିଜୟୀ ହୋଇଛନ୍ତି। ବିଜେଡି…

2 years ago

ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ

ରାଉରକେଲା,୩।୬: ରାଜ୍ୟର ଚର୍ଚ୍ଚିତ ବିଧାନସଭା ଆସନ ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ସାରଦା ନାୟକ ବିଜୟୀ ନିକଟତମ ପ୍ରତିଦ୍ବନ୍ଦୀ ଭାଜପାର ଦିଲୀପ…

2 years ago

କଟକ ସଦର ବିଧାନସଭା ଆସନ: ୧୦ମ ରାଉଣ୍ଡରେ ବିଜେଡି ଆଗୁଆ

କଟକ,୪ା୬(କାର୍ତ୍ତିକ ସାହୁ): କଟକ ସଦର ବିଧାନସଭା ଆସନରେ ମଙ୍ଗଳବାର ଭୋଟ୍‌ ଗଣତି ଜାରି ରହିଛି। ତେବେ ୧୦ମ ରାଉଣ୍ଡ ସୁଦ୍ଧା ବିଜେଡି ବଧାୟକ ପ୍ରାର୍ଥୀ ଚନ୍ଦ୍ର ସାରଥୀ…

2 years ago

କଟକ ଲୋକ ସଭା ଆସନରେ ଭାଜପା ଆଗୁଆ

କଟକ,୪ା୬(କାର୍ତ୍ତିକ ସାହୁ): କଟକ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ୮ମ ରାଉଣ୍ଡ ସୁଦ୍ଧା ୧,୩୫,୫୬୧ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ…

2 years ago