Tag Archives: BJD

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଇସାରା: ମିଳିବ କି ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ବିଜେଡିର ପୂର୍ବତନ ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ ସୋମବାର ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଅମର ଏବେ ଅଣନିଃଶ୍ବାସୀରୁ ମୁକ୍ତ ହୋଇଛନ୍ତି। ବର୍ତ୍ତମାନ…

ନିର୍ବାଚନ ପ୍ରତିଶ୍ରୁତି ପାଳନ କରୁନି ଭାଜପା, ଅଭିଯୋଗ ଆଣି ବିଜେଡି କହିଲା ମାଗଣା ବିଦ୍ୟୁତ୍‌କୁ…

ଦାରିଙ୍ଗବାଡ଼ି,୩ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଜେଡି ପକ୍ଷରୁ ସୋମବାର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟକାରୀ ସଭାପତି ଦିଲୀପ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ତଥା ଜିଲାର ବରିଷ୍ଠ ବିଜେଡି ନେତା ସାଲୁଗା…

ସରକାରଙ୍କୁ ନବୀନଙ୍କ କଡ଼ା ଟାର୍ଗେଟ୍‌: କହିଲେ ସେମାନେ ଗେମ୍‌ ଚେଞ୍ଜର ନୁହନ୍ତି, ନେମ୍‌ ଚେଞ୍ଜର

ଭୁବନେଶ୍ୱର/ନୂଆପଡ଼ା,୩ା୧୧: ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ଆସି ଆୟୋଜିତ ଏକ ସଭାରେ ଦମ୍‌ ଦେଖାଇଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୋହନ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରି ନବୀନ କହିଛନ୍ତି, ୧୬ ମାସର ଭାଜପା ସରକାର କାମରେ ଜିରୋ।…

ସୁଜାତା ପାଣ୍ଡିଆନଙ୍କୁ ଶ୍ରୀମୟୀଙ୍କ ଟାଇଟନିକ୍‌ ବାଣ, କହିଲେ ଶକ୍ତି ନାନୀ କୁଆଡ଼େ…

ଭୁବନେଶ୍ୱର,୩ା୧୧: ବିଜେଡିକୁ ପୁଣି ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। ନବୀନଙ୍କ ନୂଆପଡ଼ା ଗସ୍ତ ପୂର୍ବରୁ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ହଲଚଲ ହୋଇଛି ରାଜନୀତି। ଶ୍ରୀମୟୀ ବିଜେଡିକୁ ଟାଇଟନିକ୍‌ ପରି ସମ୍ପୂର୍ଣ୍ଣ ବୁଡ଼ାଇବା ପାଇଁ ବିଶ୍ୱସ୍ତରୀୟ ଯୋଜନା କରାଯାଉଥିବା କହି ଟାର୍ଗେଟ…

ଆଜି ମଇଦାନକୁ ଓହ୍ଲାଇବେ ନବୀନ, ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରି ଭୋଟରଙ୍କୁ କହିବେ…

ଭୁବନେଶ୍ୱର/ନୂଆପଡ଼ା,୩ା୧୧(ରବିନାରାୟଣ ଜେନା/ମକାରୁ ବେମାଲ): ବିଜୁ ଜନତା ଦଳ(ବିଜେଡି) ସଭାପତି ନବୀନ ପଟ୍ଟନାୟକ ଦଳୀୟ ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଲାଗି ସୋମବାର ପ୍ରଚାର ମଇଦାନକୁ ଓହ୍ଲାଇବେ। ଏନେଇ ବିଜେଡି ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ନବୀନ ନିବାସରୁ ପୂର୍ବାହ୍ନ ୯.୩୦ ମିନିଟ୍‌ରେ ନବୀନ…

ଉନ୍ନତି ଅପେକ୍ଷାରେ ଯୁବ ଭୋଟର

ନୂଆପଡ଼ା,୨ା୧୧(ପୀତାମ୍ବର ସାହୁ): ଆସନ୍ତା ୧୧ ତାରିଖରେ ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହେବ ଉପନିର୍ବାଚନ। ଏଥିରେ ପ୍ରଥମ ଥର ପାଇଁ ଭୋଟ ଦେବାକୁ ଯାଉଥିବା ମତଦାତାଙ୍କ ସମେତ ଯୁବ ଭୋଟରମାନେ ଏହି ନିର୍ବାଚନକୁ ନେଇ କ’ଣ ଭାବୁଛନ୍ତି ଏବଂ କେଉଁ ପ୍ରସଙ୍ଗ ଉଠାଉଛନ୍ତି…

ନୂଆପଡ଼ା ଉପନିର୍ବାଚନ: ‘ସହାନୁଭୂତି’ର ଆୟୁଧରେ ଲଢ଼େଇ

ନୂଆପଡ଼ା, ୩୧ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ନୂଆପଡା ଉପନିର୍ବାଚନ ଜିଣିବାକୁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ଜୋରଦାର ଉଦ୍ୟମ କରାଯାଉଛି। ପ୍ରମୁଖ ଦଳର ପ୍ରାର୍ଥୀ ଓ ହେଭିୱେଟ ନେତାମାନେ ନୂଆପଡାର ପ୍ରତି ପଞ୍ଚାୟତ ଓ ଗାଁ ଗାଁରେ…

ବଢୁଛି ବିଧାୟକଙ୍କ ଲୋକପ୍ରିୟତା: ଭାଜପାରେ ମିଶିଲେ ୫ ବିଜେଡି ସରପଞ୍ଚ

ଭଞ୍ଜନଗର,୨୨ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣୀତ ହୋଇ ବୁଧବାର ବିରୋଧୀ ଦଳର ବହୁ କର୍ମୀଙ୍କ ସମେତ ବିଜେଡି ସମର୍ଥିତ ୫ ଜଣ ସରପଞ୍ଚ ଓ ସମିତିସଭ୍ୟ ଦଳ ଛାଡ଼ି ଭାଜପାରେ…

ନୂଆପଡ଼ା ଉପନିର୍ବାଚନ: ଭାଜପା ବିରୋଧରେ ବଡ ଅଭିଯୋଗ ଆଣିଲା ବିଜେଡି

ଭୁବନେଶ୍ୱର,୨୧।୧୦: ନୂଆପଡ଼ା ଉପନିର୍ବାଚନରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ (ବିଜେଡି) ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ଏବଂ ଏକ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କ…

‘ବିଜେଡି ଲଢ଼ିବା ଭଳି ଲାଗୁନି, କେବଳ ଫିଲ୍‌ ଇନ୍‌ ଦ ବ୍ଲାଙ୍କସ୍‌’

ଭୁବନେଶ୍ୱର,୨୦ା୧୦: ନୂଆପଡ଼ା ଉପନିର୍ବାଚନରେ ଭାଜପାର ବୃହତ ବିଜୟ ହେବ କହିଛନ୍ତି ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର। ସେ କହିଛନ୍ତି, ରାଜନୀତି ଯେଉଁଭଳି ମୋଡ଼ ନେଉଛି ବିଜେଡି ବିଲୁପ୍ତ ହେବ। ବିଜେଡିକୁ ବଞ୍ଚାଇ ରଖିବା ପାଇଁ କେନ୍ଦ୍ରୀୟ ନେତୃତ୍ୱ ଚାହୁଁଛନ୍ତି। ଆମେ ମଧ୍ୟ…

୩ ନମ୍ବର ହେଲେ ସରିଲା: ଆଜି ସ୍ନେହାଙ୍ଗିନୀଙ୍କ ପ୍ରାର୍ଥତ୍ପତ୍ର ଦାଖଲ

ଭୁବନେଶ୍ୱର, ୧୯।୧୦(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନ ପାଇଁ ରାଜ୍ୟର ପ୍ରମୁଖ ୩ ଦଳର ଅଧିକାଂଶ ନେତା ସେଠାରେ ପହଞ୍ଚି ସାରିଛନ୍ତି। ଶନିବାର ଭାଜପାରୁ ପ୍ରାର୍ଥୀ ହୋଇଥିବା ଜୟ ଢୋଲକିଆ ଏବଂ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ନାମାଙ୍କନ ଦାଖଲ ସରିଛି। ରବିବାର…

ଖୋଲି କହିଦେଲେ ସ୍ନେହାଙ୍ଗିନୀ, ଜିତିବା ହାରିବା ଅଲଗା କଥା କିନ୍ତୁ ମୁଁ…

ନୂଆପଡ଼ା,୧୬ା୧୦: ନୂଆପଡ଼ା ଉପନିର୍ବାଚନକୁ ନେଇ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ମନର କଥା ଖୋଲି କହିଛନ୍ତି। ସେ କହିଛନ୍ତି, ମୁଁ ଓଡ଼ିଶା ସାରା ବୁଲୁଛି, ପାଖ ଦୂର କିଛି ନୁହେଁ, ବାହାରିଆ ବି ମୁଁ ନୁହେଁ। ମୁଁ ପ୍ରାର୍ଥୀ ବାଛିବା କମିଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?