Tag Archives: BJD

ନବୀନଙ୍କ ଆଉ ଏକ ନୂଆ ଭିଡିଓ ଭାଇରାଲ, ଇନଷ୍ଟାରେ ପାଣ୍ଡିଆନ କଲେ ଶେୟାର, ସବୁକିଛି ଜଣାପଡିଗଲା…

ଭୁବନେଶ୍ୱର,୨୭।୬: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଧୀରେଧୀରେ ସୁସ୍ଥ ହେଉଛନ୍ତି। ଗୁରୁବାର ମେଡିକାଲ ବେଡରୁ ସେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ତେବେ ଆଜି ସେ ରଥଯାତ୍ରା ଦେଖୁଥିବା ଏକ ଭିଡିଓ ଭାଇରାଲ ହୋଇଛି।…

ନବୀନଙ୍କ ନିର୍ଦ୍ଦେଶକୁ ବି ଆଉ ମାନୁନାହାନ୍ତି ବିଜେଡି ନେତା

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର): ବିଜେଡିରେ ଆଉ କେହି କାହା କଥା ମାନିବାକୁ ରାଜିନାହାନ୍ତି। ସବୁଠାରୁ ଆଶ୍ଚର୍ଯ୍ୟଜନକ ବିଷୟ ହେଉଛି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିଷ୍ପତ୍ତିକୁ ମଧ୍ୟ କେତେଜଣ ବାଏଁ ବାଏଁ ଉଡ଼ାଇ ଦେଉଛନ୍ତି। ନବୀନ ଜାରି କରିଥିବା ନିର୍ଦ୍ଦେଶକୁ ଦଳ ଏକ…

ନବୀନଙ୍କୁ ଦେଖା କରିବାକୁ ଯାଇଥିଲେ ବିଜେଡି ନେତା, ହେଲେ ପାଣ୍ଡିଆନ ଦେଖାଇଲେ…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର): ମୁମ୍ବାଇର କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବେ ଚିକିତ୍ସାଧୀନ ରହିଛନ୍ତି। ନବୀନ ପୂର୍ବରୁ କେବେ ନିଜର ଚିକିତ୍ସା ସମ୍ପର୍କରେ ସାଧାରଣରେ ସବିଶେଷ ତଥ୍ୟ ଦେଇଯାଇ ନ ଥିଲେ।…

ନୂଆଦିଲ୍ଲୀରେ ଅସମୟରେ ହେଲା ରଥଯାତ୍ରା: ବିଜେଡି ଉପରେ ବର୍ଷିଲେ ଆଇନ ମନ୍ତ୍ରୀ…

ଭୁବନେଶ୍ୱର, ୨୩।୬: ନୂଆଦିଲ୍ଲୀରେ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପରମ୍ପରା ଅନୁଯାୟୀ ନିର୍ଦ୍ଧାରିତ ସମୟ ବ୍ୟତୀତ ଅସମୟରେ ରଥଯାତ୍ରା ଆୟୋଜନ ନେଇ ଉଠିଥିବା ବିବାଦ ଉପରେ ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୋମବାର ବିରୋଧୀ ବିଜୁ ଜନତା ଦଳ (ବିଜେଡି)କୁ…

ଜୁନ ୨୫ରେ ବିଜେଡି ଛାତ୍ର ସଂଗଠନର ରାଜ୍ୟବ୍ୟାପୀ ପ୍ରତିବାଦ, ମହିଳା…

ଭୁବନେଶ୍ୱର,୨୩।୬: ଓଡ଼ିଶାରେ ମହିଳାଙ୍କ ବିରୁଦ୍ଧରେ ବଢୁଥିବା ଅପରାଧ ଘଟଣାକୁ ନେଇ ବିଜୁ ଜନତା ଦଳ (ବିଜେଡି)ର ଛାତ୍ର ସଂଗଠନ ଆସନ୍ତା ଜୁନ ୨୫ ତାରିଖରେ ରାଜ୍ୟବ୍ୟାପୀ ପ୍ରତିବାଦ କରିବ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ଏହି ଦଳର ଯୁବ ଓ ଛାତ୍ର ସଂଗଠନ…

ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ

ପାଟଣା,୨୩ା୬(ବୀରକିଶୋର ଦାଶ): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସ୍ପାଇନଲ ଅସ୍ତ୍ରୋପଚାର ହୋଇଛି। ତେବେ ତାଙ୍କର ଆଶୁ ଆରୋଗ୍ୟ କାମନା କରି ସୋମବାର କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ମୁଖ୍ୟାଳୟ ପାଟଣା…

ଚିକିତ୍ସା ପାଇଁ ଯିବା ପୂର୍ବରୁ ଏହି ନେତାମାନଙ୍କୁ ବିଜେଡି ଦାୟିତ୍ୱ ଦେଲେ ନବୀନ, ସମ୍ଭାଳିବେ ସବୁକିଛି

ଭୁବନେଶ୍ୱର,୧୮।୬: ବିଜୁ ଜନତା ଦଳ (ବିଜେଡି) ସଭାପତି ଓ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ର ଚିକିତ୍ସା ପାଇଁ ମୁମ୍ବାଇ ଯାତ୍ରା କରିବା ପୂର୍ବରୁ ଦଳର ଦୈନନ୍ଦିନ କାର୍ଯ୍ୟ ପରିଚାଳନା ପାଇଁ ୧୦ ଜଣିଆ ରାଜନୈତିକ କମିଟି (ପିଏସି)କୁ…

ବ୍ଲକ ଅଧ୍ୟକ୍ଷା ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବୀଣାପାଣି: ବିଜୟ ପରେ ବିଜେଡି ଛାଡ଼ି ଭାଜପାରେ ଦେଲେ ଯୋଗ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାଧ୍ୟକ୍ଷା ପାଇଁ ବୁଧବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଉପନିର୍ବାଚନ ବ୍ଲକସଭା ଗୃହରେ ଅନୁଷ୍ଠିତ ହୋଇଛି। ଏଥିରେ ପାଟଣା ବ୍ଲକ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ ଏକ ମାତ୍ର ପ୍ରାର୍ଥୀ ଭାବରେ…

ରାଜ୍ୟ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କଲେ ନବୀନ, କହିଲେ ଯାହା ୨୪ ବର୍ଷରେ ଦେଖିବାକୁ ମିଳି ନ ଥିଲା ତାହା…

ଭୁବନେଶ୍ୱର,୧୫ା୬: ହଇଜାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଦୀର୍ଘ ବର୍ଷ ଧରି ଯାହା ଦେଖିବାକୁ ମିଳି ନ ଥିଲା ତାହା ଏବେ ଅସ୍ତବ୍ୟସ୍ତ କଲାଣି। ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଟକରେ…

ଭାଜପା ଉତ୍ସବ ପାଳନ ନ କରି ସେହି ଅର୍ଥରେ ଆମ୍ବୁଲାନ୍ସ କିଣୁ: ବିଜେଡି

ଭୁବନେଶ୍ୱର,୬ା୬(ସୁନିତ୍‌ ମିଶ୍ର): ରାଜ୍ୟରେ ସ୍ବାସ୍ଥ୍ୟସେବା ଉଦ୍‌ବେଗଜନକ ସ୍ଥିତିରେ ଥିବାବେଳେ ଆମ୍ବୁଲାନ୍ସ ସେବାର ବିପର୍ଯ୍ୟସ୍ତ ଅବସ୍ଥାକୁ ନେଇ ବିଜେଡି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଶଙ୍ଖ ଭବନଠାରେ ଗୁରୁବାର ଖବରଦାତା ସମ୍ମିଳନୀ କରି ଦଳୀୟ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ପରିତାପର ବିଷୟ,…

ମହୁଆ ମୋଇତ୍ରାଙ୍କୁ ବିବାହ କଲେ ପିନାକୀ ମିଶ୍ର! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: କୁହାଯାଏ ପ୍ରେମ ଅନ୍ଧ। କାହାକୁ କେତେବେଳେ କେଉଁ ବୟସରେ ପ୍ରେମ ହୋଇଥାଏ ତାହା ଜଣାପଡେନାହିଁ। ଯାହାର ଗୋଟିଏ ଉଦାହରଣ ଆଜି ଦେଖିବାକୁ ମିଳିଛି। ଟିଏମସିର ଟାଣୁଆ ନେତ୍ରୀ ମହୁଆ ମୋଇତ୍ରାଙ୍କୁ ଲୁଚିଲୁଚି ବିବାହ କରିଛନ୍ତି ବିଜେଡି ନେତା ପିନାକୀ ମିଶ୍ର।…

ସୁପ୍ରିମୋଙ୍କ କଡ଼ା ଆକ୍ସନ, ବିଜେଡିରୁ ପୁଣି ଜଣଙ୍କୁ ବିଦା କରି…

ଭୁବନେଶ୍ୱର,୨ା୬: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପୁଣି ଏକ କଡ଼ା ଆକ୍ସନ ନେଇଛନ୍ତି। ଢେଙ୍କାନାଳ ସଦର ବ୍ଲକର ପୂର୍ବତନ ବ୍ଲକ ସଭାପତି ବିଭୂ ପ୍ରସାଦ ଦେହୁରୀଙ୍କୁ ଦଳରୁ ନିଲମ୍ବନ କରିଛନ୍ତି ସୁପ୍ରିମୋ। ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଭୂଙ୍କୁ ଦଳରୁ ନିଲମ୍ବନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri