Tag Archives: BJD

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି ଭର୍ତ୍ତୃହରି ମହତାବ। ଦିଲ୍ଲୀରେ ଦଳୀୟ ଏମ୍‌ପିଙ୍କ ଉପସ୍ଥିତିରେ କଡ଼ା ଭାଷାରେ ନିନ୍ଦା କରିଛନ୍ତି।…

ତାମ୍ପରାରେ ମେଳି ବାନ୍ଧିଲେ ଶତାଧିକ ବିଜେଡି କର୍ମୀ, ଭାଜପା ସରକାରକୁ ଟାର୍ଗେଟ୍‌ କରି…

ଗଞ୍ଜାମ,୨୦ା୭(ବିଦ୍ୟାଧର ସାହୁ): ଛତ୍ରପୁର ମଣ୍ଡଳୀ ସ୍ତରୀୟ ବିଜେଡିର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ତାମ୍ପରା ହ୍ରଦଠାରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହାର ନେତୃତ୍ୱ ନେଇଥିଲେ। ଦଳର ସାଙ୍ଗଠନିକ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା l ରାଜ୍ୟରେ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଛି ବିଜେଡିର ତଥ୍ୟ ଅନୁସନ୍ଧାନକାରୀ ଦଳ। ବିଜୁ ଜନତା…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ। ବିଜେଡି ପକ୍ଷରୁ ୮ ପଞ୍ଚାୟତ ତଥା…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସୁଜାତା ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ ନରସିଂହ ମାଡକାମି, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ସୋଡି, ବରିଷ୍ଠ ନେତା…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଓ ବୁଥ୍‌ ଏଜେଣ୍ଟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ବିଜେଡି ସଭାପତି…

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ ବିଷୟରେ କହିଛନ୍ତି। ସେ କହିଛନ୍ତି, ବିଜେଡିର ଓଭର କନ୍‌ଫିଡେନ୍ସରୁ ହାରିଛି। ଆମେ ଭାବିଥିଲୁ…

ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…

କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ରଞ୍ଜନ ଜୀବନ ବିନ୍ଦୁ କଟକ…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବର୍ଷିଥିଲେ। ଏହି ଅବସରରେ ଜମ୍ବୁ-ମାର୍ଶାଘାଇ ମୁଖ୍ୟ ରାସ୍ତା ମହାକାଳପଡ଼ା…

ଚର୍ଚ୍ଚାରେ ରାଜ୍ୟ ରାଜନୀତି: ବିଜେଡି ଛାଡ଼ିବା ପଛରେ ମୂଳ କାରଣ କହିଦେଲେ ଦେବାଶିଷ, ଶ୍ରୀମୟୀ ଦେଇଥିଲେ…

ଭୁବନେଶ୍ୱର,୨୫।୫: ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ। ରାଜ୍ୟ ସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କ ଇସ୍ତଫା ପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?