Tag Archives: BJD

ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରଘୁପତି ମହାନ୍ତି, କହିଲେ ବିଜେଡିରେ ମୋର…

ବଡ଼ମ୍ବା,୧ା୧୨: ଜଣେ ପରେ ଜଣେ ନେତା ବିଜେଡି ଛାଡୁଛନ୍ତି। ଏବେ କଟକ ଜିଲା ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି ମଧ୍ୟ ଦଳ ଛାଡ଼ିଛନ୍ତି। ସେ ବିଜେଡିରୁ ଇସ୍ତଫା ଦେଇଥିବାବେଳେ ତାଙ୍କ ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ...

ତୀବ୍ର ହେଉଛି ଯାଜପୁର ରାଜନୀତି: ପ୍ରେସ୍‌ମିଟ୍‌ କରି ଖୁବ୍‌ ବର୍ଷିଲେ ପ୍ରମିଳା, କହିଲେ ଭାଜପା ସରକାର ଆସିବା ପରଠାରୁ…

ଭୁବନେଶ୍ୱର,୨୪ା୧୧: ଯାଜପୁରରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଭାଜପା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ଚହଳ ପଡ଼ିଛି। ଉଭୟ ଭାଜପା ଏବଂ ବିଜେଡି କେହି କାହାକୁ ଛାଡୁ ନାହାନ୍ତି। ଆକ୍ଷେପ ପ୍ରତି ଆକ୍ଷେପରେ ଚାଲିଛି...

କଥା ଦେଇ କଥା ରଖି ନ ଥିଲେ ପୂର୍ବ ସରକାର, ଆମ ସରକାର ଆସୁ ଆସୁ…

ଭୁବନେଶ୍ୱର,୧୪ା୧୧: ପୂର୍ବ ବିଜେଡି ସରକାରଙ୍କୁ ପୁଣି ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ପୂର୍ବ ସରକାରଙ୍କୁ ମୋହନ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଗତ ସରକାର ଚାଷୀଙ୍କୁ କଥା ଦେଇ...

ବିକାଶର ପ୍ରୟୋଗଶାଳା ଏବେ ଦିଗହରା ଧର୍ମଶାଳା

ଧର୍ମଶାଳା/କାଏମା,୧୧ା୧୧(ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବିଜେଡିର ଏକ ଜନସମ୍ପର୍କ ପଦଯାତ୍ରା ରବିବାର ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ନେତୃତ୍ୱରେ ଧର୍ମଶାଳା ବ୍ଲକର ଶାନ୍ତିବାଜରଠାରେ ପୂର୍ବାହ୍ନରେ ଶତାଧିକ ବିଜେଡି କର୍ମୀ ଏକତ୍ରିତ ହୋଇ ବଡ଼ମଙ୍ଗଳପୁର, ବାଲିଗରି, ନରସିଂହପୁର,...

ନବୀନଙ୍କ ଗଡ଼ରେ ଚିରିଲେ ବିଜେଡି ପତାକା,ଥାନାରେ ଏତଲା

ହିଞ୍ଜିଳିକାଟୁ, ୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଏକ ପଦଯାତ୍ରା ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଥିଲା। ଏଥିନିମନ୍ତେ ଦଳ ପକ୍ଷରୁ ସୋମବାର ରାତିରେ ଦଳୀୟ କର୍ମୀମାନେ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ଏବଂ ୫୯ ନଂ ଜାତୀୟ ରାଜପଥ...

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡି ଛାଡ଼ି ଭାଜପାରେ ସାମିଲ

କେନ୍ଦୁଝର,/ପାଟଣା(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ଓକିଲ ସଂଘ ସଭାପତି ଆଲୋକ ମହାନ୍ତ (ରାଜା) ଏବଂ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାୟକ ବିଜେଡି ଛାଡ଼ି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ...

ଅଧିକ ଭୋଟ୍‌ ପାଇଁ ଭୋଟରମାନଙ୍କୁ ପ୍ରଣାମ ଜଣାଇଲେ ବବି ଦାସ, କହିଲେ ଯାଜପୁର ମାଟି…

ବରୀ,୪ା୧୧(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ରବିବାର ବିଜେଡିର ଏକ ଜନସମ୍ପର୍କ ପଦଯାତ୍ରା ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହା ସ୍ଥାନୀୟ ବରୀ ମାଉଣ୍ଡଠାରୁ ଆରମ୍ଭ ହୋଇ ଅଟିରା ପଞ୍ଚାୟତସ୍ଥିତ ସନ୍ଥନ ମଠଠାରେ ଶେଷ ହୋଇଛି।...

ମନ କଥା କହିଦେଲେ ତାରା, ଭାଜପା-ବିଜେଡି ସଂଘର୍ଷରେ ଆମର ଫାଇଦା

ଭୁବନେଶ୍ୱର,୩ା୧୧: ଭାଜପା-ବିଜେଡି ସଂଘର୍ଷରେ ଆମର ଫାଇଦା ବୋଲି ରବିବାର କହିଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ଭାଜପା କହୁଛି ବିଜେଡିରୁ ୪୦ ପଳେଇ ଆସିବେ, ବିଜେଡି କହୁଛି ଭାଜପାରୁ ୩୦ ଆସିବେ। ଏସବୁ ମିଛ, ଖାଲି ମିଡିଆରେ ନାଁ ବାହାରିବା...

‘ମୁନ୍ନା ଖାଁ ଦିନରେ ସ୍ବପ୍ନରେ ଦେଖୁଛନ୍ତି, ଆଗାମୀ ଦଶନ୍ଧି ଯାଏ କ୍ଷମତାକୁ ଆସିବନି ବିଜେଡି’

ଭୁବନେଶ୍ୱର,୩ା୧୧: ବିଜେଡି ଖୁବ୍‌ଶୀଘ୍ର କ୍ଷମତାକୁ ଆସିବ ବୋଲି ବିଜେଡି ରାଜ୍ୟ ସଭା ଏମ୍‌ପି ମୁନ୍ନା ଖାଁ କହିଥିବା ବେଳେ ତାଙ୍କୁ କଡ଼ା ଜବାବ ଦେଇଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର। ସେ କହିଛନ୍ତି, ମୁନ୍ନା ଖାଁ ଦିନରେ ସ୍ବପ୍ନ ଦେଖୁଛନ୍ତି,...

‘ଆମକୁ ୫ ବର୍ଷ ଅପେକ୍ଷା କରିବାକୁ ପଡ଼ିବନି, ଖୁବ୍‌ଶୀଘ୍ର ଫେରିବ ବିଜେଡି ସରକାର’

ଭୁବନେଶ୍ୱର,୩ା୧୧: ରାଜ୍ୟ ସଭା ଏମ୍‌ପି ମୁନ୍ନା ଖାଁ ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ମୁନ୍ନା ଖାଁ କହିଛନ୍ତି, ବିଜେଡି ସରକାରକୁ ଆସିବା ପାଇଁ ଆମକୁ ୫ ବର୍ଷ ଯାଏ...

ବିଜେଡି ସଜନା ଗଛ ହେଲେ, ଆମେ ସଁବାଳୁଆ କାହିଁକି ଏମିତି କହିଲେ କର୍ପୋରେଟର ଅମରେଶ ଜେନା

ଭୁବନେଶ୍ୱର,୩୧ା୧୦: ଭୁବନେଶ୍ୱର ବିଜେଡିରେ ଥମୁନି କନ୍ଦଳ। ଜଣେ ପରେ ଜଣେ ବିସ୍ଫୋରକ ବୟାନ ଦେଇ ଚର୍ଚ୍ଚାକୁ ଆସୁଛନ୍ତି। ଏବେ ଆଉ ଜଣେ ନେତା ତେର୍ଚ୍ଛାବାଣ ମାରିଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ଅସଲ କଥା ହେଲା...

ଦୁର୍ଦ୍ଦିନ ବି କେଡ଼େ ଦୁଃଖଦାୟକ

ଭୁବନେଶ୍ୱର, ୨୫।୧୦(ସୁନିତ୍‌ ମିଶ୍ର): ବିଜେଡି ଗତ ଅକ୍ଟୋବର ୯ ରୁ ତା’ର ସଦସ୍ୟତା ଅଭିଯାନ ଆରମ୍ଭ କରିଛି। ହେଲେ ଗତ ୨୪ ବର୍ଷ ଭିତରେ ଯେପରି ଦଳର ନେତା ଓ କର୍ମୀମାନେ ଏହି କାର୍ଯ୍ୟକୁ ଉତ୍ସାହ ସହକାରେ କରିଆସୁଥିଲେ ବର୍ତ୍ତମାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri