Tag Archives: BJD

ଭାଜପା ସରକାର ଉପରେ ବର୍ଷିଲେ ବିଜେଡିର ଆଗଧାଡ଼ି ନେତା, କହିଲେ…

ପାଟଣା,୮ା୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜେଡି କର୍ମକର୍ତ୍ତା ବୈଠକ ଶନିବାର ରାଜନଗର ମଠପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ବିଜୟ ନାୟକ, ମୁଖ୍ୟବକ୍ତା ଭାବେ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ…

ଇଏ ବବିଙ୍କୁ ସମ୍ବଲପୁର ପଠାଇଥିଲେ! ଭିତିରି କଥା ଖୋଲିଲେ…

ଭୁବନେଶ୍ୱର,୪।୨: ନିର୍ବାଚନ ପରେ ଭୁଷୁଡି ପଡିଛି ବିଜେଡି ଗଡ। ଏବେ ଦଳ ସଜାଡିବାରେ ଲାଗି ପଡିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। କିନ୍ତୁ ଏହାପରେ ବି ଦଳରେ ଅନ୍ତଃକନ୍ଦଳ ବୃଦ୍ଧି ପାଇବାରେ ଲାଗିଛି। କିଛି ଦିନ ତଳେ ନେତାଜୀ ଜୟନ୍ତୀରେ କଟକରେ…

ଯାଜପୁର ପାଇଁ ଅଲୋଡ଼ା ହେଲେ ବବି, ନବୀନ ଦେଲେ ବଡ଼ ଝଟ୍‌କା

ଭୁବନେଶ୍ୱର,୨ା୨: ବିଜେଡି ନେତା ବବି ଦାସ ଏବେ ଯାଜପୁର ପାଇଁ ଅଲୋଡ଼ା ହୋଇଯାଇଛନ୍ତି। ଯିଏ ଦିନେ ଦଳର ଟିକ୍‌ନିକ୍‌ କଥା ବୁଝୁଥିଲେ ତାଙ୍କ ଇଙ୍ଗିତରେ କୁଆଡ଼େ ଦଳ ଉଠ୍‌ବସ୍‌ ହେଉଥିଲା ଆଜି ତାଙ୍କୁ କୌଣସି ଦାୟିତ୍ୱ ଦେଇନାହାନ୍ତି ଦଳର ସୁପ୍ରିମୋ ନବୀନ…

‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଗାଇଡଲାଇନକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୩୦।୧: ଗୁରୁବାର ଗ୍ରାମୀଣ ବିକାଶକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପଦକ୍ଷେପ ଅଧୀନରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିବା ପରେ ଓଡ଼ିଶାରେ ରାଜନୈତିକ ପାଣିପାଗ ଉଷ୍ମ ହୋଇଛି। ସରକାରରେ ପରିବର୍ତ୍ତନ ପରେ ପୂର୍ବ ସରକାରଙ୍କ…

ନିର୍ବାଚନବେଳେ ବିଜେଡିକୁ ମିଳିଛି ଏତେ କୋଟି ନିର୍ବାଚନୀ ଚାନ୍ଦା, କଂଗ୍ରେସକୁ…

ଭୁବନେଶ୍ୱର,୨୮।୧: ଯଦିଓ ସୁପ୍ରିମକୋର୍ଟ ର୍ନିବାଚନୀ ବଣ୍ଡ ଉପରେ ନିଷେଧ ଲଗାଇଛନ୍ତି, ତଥାପି ରାଜନୈତିକ ଦଳଗୁଡ଼ିକୁ ର୍ନିବାଚନୀ ଦାନରେ ବିପୁଳ ବୃଦ୍ଧି ଘଟିଛି। ବର୍ତ୍ତମାନ ର୍ନିବାଚନ କମିଶନର ବାର୍ଷିକ ଅଡିଟ ରିପୋର୍ଟ ପ୍ରକାଶ କରିଛନ୍ତି। ଯେଉଁଥିରେ ଭାଜପା ର୍ନିବାଚନୀ ଦାନରେ ଶୀର୍ଷରେ ଥିବା…

ଭାଙ୍ଗିଲା ବିଜେଡିର ସଂଗଠନ, ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧: ଭାଙ୍ଗିଲା ବିଜେଡିର ସଂଗଠନ। ହେବ ନବକଳେବର । ଭାଙ୍ଗିଲା ବିଜେଡିର ସମସ୍ତ ପ୍ରମୁଖ ସଂଗଠନ । ବିଜେଡିର ସାଙ୍ଗଠନିକ ର୍ନିବାଚନ ପରିପ୍ରେକ୍ଷୀରେ ସମସ୍ତ ସଙ୍ଗଠନକୁ ଭାଙ୍ଗିଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜୁ ମହିଳା ଜନତା ଦଳକୁ ଭାଙ୍ଗିବା ସହିତ,…

ନିଲମ୍ବନ ଉଠାଇଲେ ନବୀନ, ଦଳକୁ ଫେରିଲେ ଟାଣୁଆ ନେତା

ଭୁବନେଶ୍ୱର,୨୦।୧: ଘର ସଜାଡୁଛି ବିଜେଡି। ଏନେଇ ଆକ୍ସନ ମୋଡରେ ଆସିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯେଉଁମାନେ ଦଳ ଛାଡି ଯାଇଥିଲେ କିମ୍ବା ତାଙ୍କୁ ବହିଷ୍କାର କରାଯାଇଥିଲା ସେମାନଙ୍କୁ ପୁଣି ଯୋଗାଯୋଗ କରାଯାଉଛି। ସଂଗଠନକୁ ସୁଦୃଢ କରିବାକୁ ସୁପ୍ରିମୋ ଅଣ୍ଟା ଭିଡିଛନ୍ତି।…

ଭାଜପା ଛାଡ଼ି ବିଜେଡିରେ ଯୋଗଦେଲେ ସରପଞ୍ଚ, ପଞ୍ଚାୟତ ପ୍ରତିନିଧି

ହିଞ୍ଜିଳିକାଟୁ,୧୮ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀରୁ ଶନିବାର ବିଭିନ୍ନ ପଞ୍ଚାୟତ ଜନପ୍ରତିନିଧି ଓ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି। ଭାଜପା ଛାଡ଼ି ସେମାନେ ବିଜେଡିରେ ଯୋଗ ଦେଇଥିବା କହିଛନ୍ତି। ବୁରୁପଡ଼ା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ସମେତ ପଞ୍ଚାୟତ ପ୍ରତିନିଧି…

ଆଇଜି ଅଫିସରେ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ସମ୍ବଲପୁର,୧୭।୧(ପ୍ରମୋଦ ବହିଦାର): ବରଗଡ଼଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ହୋଇଥିବା ଯୁବତୀଙ୍କୁ ଜଙ୍ଗଲରୁ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଘଟଣାର ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ସମ୍ବଲପୁରରେ ଗୁରୁବାର ପହଞ୍ଚିଥିଲା। ରାଜ୍ୟ ବିଜୁ ମହିଳା…

ପୁଣି ପାଣ୍ଡିଆନ ସକ୍ରିୟ! ଶଙ୍ଖ ଭବନରେ ଚାଲିଛି ବଡ଼ ପ୍ଲାନ, ଭାଜପା କହିଲା…

ଭୁବନେଶ୍ୱର,୧୬।୧: ପୁଣି ସକ୍ରିୟ ହୋଇ ଉଠିଲେଣି କାର୍ତ୍ତିକ ପାଣ୍ଡିଆନ। ଏବେ ନବୀନ ନିବାସରେ ଚାଲୁନି ନବୀନ ଦରବାର। ଏବେ ପୁଣି ପାଣ୍ଡିଆନଙ୍କ ହୁକୁମ ଚାଲିଲାଣି। ବିଜେଡିର ସାଂଗଠନିକ କାର୍ଯ୍ୟ ସମ୍ପର୍କରେ ସେ ଏବେ ନେମାଙ୍କ ସହ ଆଲୋଚନା କରୁଛନ୍ତି। ତେବେ ଏସବୁ…

ଏଡିଆର୍‌ ରିପୋର୍ଟ: ୨୦୨୨-୨୩ ବର୍ଷରେ ବିଜେଡିକୁ ମିଳିନି ଗୋଟିଏ ଟଙ୍କା ଚାନ୍ଦା

ନୂଆଦିଲ୍ଲୀ,୧୦।୧: ଆଞ୍ଚଳିକ ରାଜନୈତିକ ଦଳଗୁଡ଼ିକ ୨୦୨୨-୨୩ ଆର୍ଥତ୍କ ବର୍ଷରେ ୨୧୬ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଚାନ୍ଦା ପାଇଥିବା ଘୋଷଣା କରିଛନ୍ତି। ଚାନ୍ଦାରୁ ଜେଏମ୍‌ଏମ୍‌, ଜେଜେପି, ଟିଡିପି ଏବଂ ଟିଏମ୍‌ସିର ଆୟ ସର୍ବାଧିକ ବଢ଼ିଥିବା ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌) ବିଶ୍ଳେଷଣରୁ…

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର ସମର୍ଥକଙ୍କ ମଧ୍ୟରେ ମାର୍‌ପିଟ୍‌ ହେବାରୁ ଉତ୍ତେଜନା ପରିସ୍ଥିତି ଉପୁଜିଥିଲା। ଏହାକୁ ନେଇ ଟାଉନ ଥାନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri