Tag Archives: BJD

ବଡ଼ ଖବର: ବିଜେଡି ସଭାପତିଙ୍କ ନାଁ ଘୋଷଣା

ଭୁବନେଶ୍ୱର,୧୫।୪: ବଡ଼ ଖବର। ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ଚୟନ ହୋଇଛନ୍ତି। ବିଜେଡିର ସାଗଂଠନିକ ନିର୍ବାଚନରେ ୩୩ ସାଗଂଠନିକ ଜିଲାରୁ ୧୮ଟି ଜିଲା…

ନବୀନଙ୍କୁ ରାଜାଙ୍କ ଚିଠି, ହାଇଜ୍ୟାକ୍‌ କଥା କହି ତେରେଛା ବାଣ ମାରିଲେ ଦେବୀ

ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ନେତାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମତାନ୍ତର ଦେଖିବାକୁ ମିଳୁଛି। ୱାକଫ୍‌ ବିଲ୍‌ ପ୍ରସଙ୍ଗରେ ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ ନେତା ତଥା ଆଠଗଡ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଚିଠି ଲେଖି କିଛି…

ନବୀନ ପଟ୍ଟନାୟକଙ୍କ ଟୁଇଟ୍‌ ହାସ୍ୟାସ୍ପଦ: ସମ୍ପଦ ସ୍ବାଇଁ

ଭୁବନେଶ୍ୱର,୧୪ା୪: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୋସିଆଲ ମିଡିଆରେ ଏକ ଟୁଇଟ୍‌ କରିଥିଲେ। ଏହାକୁ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ହାସ୍ୟାସ୍ପଦ ବୋଲି କହିଛନ୍ତି। ଇତିଶ୍ରୀ, ବେବିନା ଘଟଣା ବେଳେ ନବୀନ…

କ୍ଷମା ମାଗ, ନଚେତ୍‌ ନବୀନ ନିବାସ ଘେରିବୁ : ଭକ୍ତ

ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ବିଜେଡି ପକ୍ଷରୁ ପଣ୍ଡିତ ଜବାହର ଲାଲ୍‌ ନେହେରୁଙ୍କ ସହ ଭି.କେ. ପାଣ୍ଡିଆନଙ୍କୁ ତୁଳନା କରାଯିବାକୁ ନେଇ କଂଗ୍ରେସ ତରଫରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କ୍ଷମାପ୍ରାର୍ଥନା ନ କଲେ ନବୀନ…

ଚମକାଇବେ ନବୀନ! ଏପ୍ରିଲ ୧୯ରେ କରିବେ ବଡ଼ ଘୋଷଣା

ଭୁବନେଶ୍ୱର,୧୩।୪: କିଛିଦିନ ଧରି ବିଜେଡିକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ପ୍ରଥମେ ଓ୍ବକଅଫ୍‌ ବିଲ୍‌ ତା’ ପରେ ପାଣ୍ଡିଆନଙ୍କ ସପକ୍ଷରେ ନବୀନ ବାହାରିବା। ଏହାରି ଭିତରେ ବିଜେଡିର ସାଂଗଠିନକ ନିର୍ବାଚନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଆସନ୍ତା ଏପ୍ରିଲ…

ପ୍ରତାପ ଦେବଙ୍କ ଘରେ ବୈଠକକୁ ନେଇ ବଡ଼ ବୟାନ ଦେଲେ ଦେବୀ, କହିଲେ ସଭାପତି ବଛାଯିବ…

ଭୁବନେଶ୍ୱର,୧୨।୪: ବଡ଼ ଖବର। ନିର୍ବାଚନ ଅଧିକାରୀ ତଥା ବିଜେଡି ନେତା ପ୍ରତାପ ଦେବଙ୍କ ଘରେ ବସିଛି ବଡ଼ ବୈଠକ। ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଦେବୀ ପ୍ରସାଦ ମିଶ୍ର। ଦେବୀ କହିଛନ୍ତି, ଏପ୍ରିଲ ତୃତୀୟ ସପ୍ତାହ ଭିତରେ ସରିବ ସାଂଗଠନିକ ନିର୍ବାଚନ।…

ପ୍ରସନ୍ନଙ୍କୁ କଡ଼ା ଜବାବ ଦେଲେ ଦେବୀ ମିଶ୍ର, କହିଲେ ବାବା ବିଜେଡିରେ ଥିବାବେଳେ ଦଣ୍ଡ ଧରି…

ଭୁବନେଶ୍ୱର,୧୨ା୪: ଭାଜପା ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ଆକ୍ଷେପର କଡ଼ା ଜବାବ ଦେଇଛନ୍ତି ବିଜେଡି ନେତା ଦେବୀ ମିଶ୍ର। ସେ କହିଛନ୍ତି, ରାଜନୀତିରେ ଆକ୍ଷେପ ପ୍ରତି ଆକ୍ଷେପ ରହିଥାଏ। ବାବା ବିଜେଡିରେ ଥିବାବେଳେ ଦଣ୍ଡଧରି ଦଳର ଦଉଡ଼ିକୁ ସମ୍ଭାଳି ଥିଲେ। ଯୁଆଡ଼େ ଗଲେ…

ତୁଣ୍ଡ ଖୋଲିଲେ ପ୍ରସନ୍ନ ପାଟ୍ଟଶାଣୀ: କହିଲେ ନବୀନ ମିଛ କହୁଛନ୍ତି, ମୋ ବିରୋଧରେ ବି ପାଣ୍ଡିଆନ…

ଭୁବନେଶ୍ୱର,୧୨ା୪: ଦିନ ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଯାହା କହୁଥିଲେ ଏହା ଉପରେ କେହି ପଦାରେ ମଧ୍ୟ ଆଲୋଚନା କରିବାକୁ ସାହସ ଜୁଟାଇପାରୁ ନ ଥିଲେ। ଯଦି ଦଳର କୌଣସି ବିଷୟରେ କେହି ପଚାରୁଥିଲେ ତେବେ…

ତେଜୁଛି ବିଜେଡି କଳି: ନବୀନଙ୍କୁ ବରିଷ୍ଠଙ୍କ ପାଲଟା ଚ୍ୟାଲେଞ୍ଜ

ଭୁବନେଶ୍ୱର, ୧୨ା୪(ସୁନିତ୍‌ ମିଶ୍ର):ଦିନ ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଯାହା କହୁଥିଲେ ଏହା ଉପରେ କେହି ପଦାରେ ମଧ୍ୟ ଆଲୋଚନା କରିବାକୁ ସାହସ ଜୁଟାଇପାରୁ ନ ଥିଲେ। ଯଦି ଦଳର କୌଣସି ବିଷୟରେ କେହି ପଚାରୁଥିଲେ…

ଏମ୍‌ଓୟୁକୁ ଆଉ ଥରେ କରି ବାହାବା ନେଉଛନ୍ତି: ବିଜେଡି

ଭୁବନେଶ୍ୱର, ୧୧ା୪(ସୁନିତ୍‌ ମିଶ୍ର): ନିକଟରେ ରାଜ୍ୟ ସରକାରଙ୍କ ଦ୍ୱାରା ଦିଲ୍ଲୀରେ ସ୍ବାକ୍ଷର ହୋଇଥିବା ଏମ୍‌ଓୟୁ ମଧ୍ୟରୁ ପାରାଦୀପସ୍ଥିତ ଇଣ୍ଡିଆନ ଅଏଲର ସମ୍ପ୍ରସାରଣ ସହ ସେଠାରେ ଇଣ୍ଟିଗ୍ରେଟେଡ୍‌ ନାପଥା କ୍ରାକର ପ୍ରକଳ୍ପ ସ୍ଥାପନ ପାଇଁ ହୋଇଥିବା ଚୁକ୍ତି ପୂର୍ବ ସରକାରଙ୍କ ସମୟରେ ଅନୁମୋଦିତ…

ବିଜେଡି ମୁଖିଆଙ୍କ ମୁଠା ହୁଗୁଳା: ତାରା

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ବିଜେଡିରେ ସଂପ୍ରତି ଓ୍ବକ୍‌ଫ ବିଲ୍‌କୁ ନେଇ ଯେଉଁ ରାଜନୈତିକ ଆରୋପ ପ୍ରତ୍ୟାରୋପ ଦେଖାଦେଇଛି, ସେଥିରୁ ଦଳର ନେତା ଓ କର୍ମୀଙ୍କ ଅସନ୍ତୋଷ ସ୍ପଷ୍ଟ ବାରି ହୋଇ ପଡ଼ୁଛିି ବୋଲି କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିିନୀପତି କହିଛନ୍ତି।…

ଝାରସୁଗୁଡ଼ା ଜିଲା ବିଜେଡି ୨ ଭାଗ, ଦୁଇ ପୂର୍ବତନ ବିଧାୟିକାଙ୍କ ମଧ୍ୟରେ ଟକରାଟକରି

ଝାରସୁଗୁଡ଼ା,୧୧।୪(ଆଶିଷ ରଞ୍ଜନ ଦାଶ): ବର୍ତ୍ତମାନ ୱକ୍‌ଫ ବିଲ୍‌କୁ ନେଇ ରାଜ୍ୟ ବିଜେଡି ଭାଗ ଭାଗ ହୋଇ ପରସ୍ପରକୁ ଦୋଷାରୋପ କରୁଥିବା ବେଳେ ଝାରସୁଗୁଡ଼ାରେ ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌର ପରିଷଦ ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?