Tag Archives: BJD

ବିଜେଡି ହାରିବାର ଏହି ବଡ଼ କାରଣ କହିଲେ ପୂର୍ବତନ ବିଧାୟକ, ଭାଜପା ତୁଳନାରେ ବିଜେଡିର…

ଭୁବନେଶ୍ୱର,୨୭ା୯: ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ବିଜେଡି ପରାଜୟ ବରଣ କରିବା...

କଳାହାଣ୍ଡିରେ ବିଜେଡି ଛାଡିଲେ ପ୍ରଦୀପ ଦାସ, ନବୀନଙ୍କୁ ଲେଖିଲେ ଚିଠି

ଭବାନୀପାଟଣା,୨୩।୯( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ନେତା ପ୍ରଦୀପ ଦାସ ମଙ୍ଗଳବାର ବିଜେଡି ଛାଡିଛନ୍ତି। ଏ ନେଇ ତାଙ୍କ ଇସ୍ତଫା ପତ୍ରକୁ ଜିଲା ସଭାପତି ଜରିଆରେ ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରେରଣ କରିଛନ୍ତି...

ବନ୍ଦ ଡାକରା ପ୍ରତ୍ୟାହୃତ କରିନେଲା ବିଜେଡି, କହିଲା ଏହି ବଡ଼ କାରଣ…

ଭୁବନେଶ୍ୱର,୨୩ା୯: ବିଜେଡି ପକ୍ଷରୁ ୨୩ ତାରିଖ ମଙ୍ଗଳବାର ପାଇଁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାକୁ ପ୍ରତ୍ୟାହାର କରିନିଆଯାଇଛି। ଏନେଇ ବିଜେଡି ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀ କରାଯାଇ ଘୋଷଣା କରାଯାଇଛି। ଭରତପୁର ଥାନାରେ ଘଟିଥିବା ଘଟଣା ପାଇଁ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ ଉଲ୍ଲଂଘନ କରିଥିବାରୁ ତାଙ୍କ ପଦରୁ ବରଖାସ୍ତ କରିଛନ୍ତି। ଏଥିସହିତ ସିଭିଲ୍ ଜଜ୍-କମ-ନିର୍ବାଚନ ଟ୍ରିବ୍ୟୁନାଲ୍...

ବିଜେଡି ଛାଡ଼ିଲେ ଉପସଭାପତି ଚିନ୍ମୟ ମିଶ୍ର, କହିଲେ ଦଳ ତାଙ୍କୁ…

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବିଜୁ ଯୁବ ଜନତା ଦଳର ଜିଲା ଉପସଭାପତି ଚିନ୍ମୟ ମିଶ୍ର ବୁଧବାର ବିଜେଡି ଛାଡ଼ିଛନ୍ତି। ଏ ନେଇ ବିଜୁ ଯୁବ ଜନତା ଦଳର ଜିଲା ସଭାପତି ଆଦିତ୍ୟ ନନ୍ଦଙ୍କୁ ସେ ତାଙ୍କ ଇସ୍ତଫାପତ୍ର...

ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା: ‘୩ ମାସ ହୋଇଗଲା ଆଈ ମା’ ଗପଛାଡ଼ି କାମ କର’

ଭୁବନେଶ୍ୱର,୧୧।୯: ବୁଧବାର ବିଜୁ ଯୁବ ଜନତା ଦଳର ବୈଠକରେ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟରେ ଭାଜପା କ୍ଷମତାକୁ ଆସିବା ୩ ମାସ ହୋଇଗଲାଣି, ଆଈ ମା’ ଗପଛାଡ଼ି କାମ...

‘ସୁବିଧାବାଦୀ ନେତାମାନେ ବିଜେଡି ଛାଡୁଛନ୍ତି, ଏହା ଆମକୁ ଅଧିକ ଶକ୍ତିଶାଳୀ କରିବ’: ନବୀନ

ଭୁବନେଶ୍ୱର,୧୧।୯: ବୁଧବାର ଅନୁଷ୍ଠିତ ବିଜୁ ଜନତା ଯୁବ ଦଳର ବୈଠକରେ ଦଳ ଛାଡୁଥିବା ନେତାମାନଙ୍କୁ କଟାକ୍ଷ କରିଛନ୍ତି ପାର୍ଟି ସୁପ୍ରିମୋ ନବୀନ ପଟ୍ଟନାୟକ। ନିକଟରେ ଦଳର ଦୁଇ ରାଜ୍ୟ ସଭା ଏମପି ମମତା ମହାନ୍ତ ଏବଂ ସୁଜିତ କୁମାର ଦଳ...

ସୁଜିତ୍ କୁମାରଙ୍କ ଇସ୍ତଫା ପରେ, କିଏ ଯିବ ରାଜ୍ୟ ସଭା? ବଡ଼ ସୂଚନା ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୯।୯: ରାଜ୍ୟ ସଭା ଏମପି ପଦରୁ ପୂର୍ବତନ ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରୁ କିଏ ରାଜ୍ୟ ସଭା ଯିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ବଡ ମନ୍ତବ୍ୟ ଦେଇଛନ୍ତି ରାଜ୍ୟ...

ବିଜେଡିକୁ ଜୟନାରାୟଣ ମିଶ୍ରଙ୍କ ଟାର୍ଗେଟ୍‌, କପି କଲୁ ବୋଲି ଯେଉଁ କହୁଛନ୍ତି, ସେମାନେ ତ କାଳିଆ…

ଭୁବନେଶ୍ୱର,୯।୯(ସୁନିତ୍‌ ମିଶ୍ର): ନୂଆଖାଇ ଅବସରରେ ରାଜ୍ୟର ଭାଜପା ସରକାର ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିବା ସଙ୍ଗେ ସଙ୍ଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ବନ୍ଧିତ ପୋର୍ଟାଲର ଉନ୍ମୋଚନ କରିଛନ୍ତି। ଏହି ଯୋଜନା ଦ୍ୱାରା ଚାଷୀ ଉପକୃତ ହେବେ...

ସୁଲୋଚନାଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କହିଲେ ଆଗାମୀ ଦିନରେ ଲକ୍ଷପତି ଦିଦିରେ…

ଭୁବନେଶ୍ୱର,୭ା୯: ସ୍ଥାନୀୟ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭ ଉଦ୍‌ଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝି ଏହାର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ କହିଥିଲେ, ଶେଷ ହିତାଧିକାରୀ ପର୍ଯ୍ୟନ୍ତ...

ନବୀନଙ୍କୁ କାଉଣ୍ଟର କଲେ ଭାଜପାର ଏହି ନେତ୍ରୀ, କହିଲେ ବିଜେଡି…

ଭୁବନେଶ୍ୱର,୪ା୯: ବିଜେଡି ସୁପ୍ରିମୋ ବୁଧବାର ଭାଜପାକୁ କଡ଼ା ଟାର୍ଗେଟ୍‌ କରିଥିବା ବେଳେ ଭାଜପା ମଧ୍ୟ ଏହାର ପାଲଟା ଜବାବ ଦେଇଛି। ଭାଜପାର ମୁଖପାତ୍ର ଉର୍ମିଳା ମହାପାତ୍ର ନବୀନଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ମହିଳାଙ୍କ ପାଇଁ କୁମ୍ଭୀର...

ନିର୍ବାଚନ ବେଳେ ହାତୀ ଦେବୁ, ଘୋଡ଼ା ଦେବୁ, କିନ୍ତୁ କାମରେ ଜିରୋ, କାହିଁକି ଏମିତି କହିଲେ ନବୀନ

ଭୁବନେଶ୍ୱର,୪ା୯: ଶଙ୍ଖ ଭବନରେ ବିଜେଡି ଜିଲା କର୍ମକର୍ତ୍ତା ସମାବେଶରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପାକୁ କଡ଼ା ଟାଗେଟ୍‌ କରିଛନ୍ତି। ନବୀନ କହିଛନ୍ତି, ଭାଜପା ନିର୍ବାଚନ ସମୟରେ ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଇ ନିର୍ବାଚନ ଜିତିଛି। ହାତୀ ଦେବୁ, ଘୋଡ଼ା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri