Tag Archives: BJD

ସଂସଦରେ ମୋଦି ସରକାରଙ୍କୁ କଠିନ ପ୍ରଶ୍ନ କରିବ ବିଜେଡି

ଭୁବନେଶ୍ୱର,୨୪।୬: ସଂସଦରେ ଆଉ ନରମ ନୁହେଁ କଠୋର ଆଭିମୁଖ୍ୟ ପ୍ରଦର୍ଶନ କରିବ ବିଜୁ ଜନତା ଦଳ। ସୋମବାର ନବୀନ ନିବାସରେ ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ରାଜ୍ୟସଭା ଏମପି ମାନଙ୍କ ସହିତ ଆଲୋଚନା କରି ଚଳିତ ଅଧିବେଶନରେ ଦଳର...

ନବୀନ ଡାକିଲେ ବଡ଼ ବୈଠକ, ପହଞ୍ଚିଲେ ନେତା

ବନେଶ଼୍ବର, ୨୪।୬: ରାଜ୍ୟସଭା ଏମ୍‌ପିମାନଙ୍କୁ ନେଇ ଆଜି ନବୀନ୍‌ ନିବାସରେ ବୈଠକ ଡକାଯାଇଛି । ବିଜୁ ଜନତା ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଏହି ବୈଠକ ଡକାଇଛନ୍ତି । ରାଜ୍ୟସଭାରେ ଦଳର ଆଭିମୁଖ୍ୟ କିପରି...

ନବୀନଙ୍କୁ ଘାରିଛି ବିଜେଡି ଚିନ୍ତା! ଏକଜୁଟ୍ ରହିବାକୁ ଦଳୀୟ କର୍ମୀଙ୍କୁ ଦେଲେ ଆହ୍ୱାନ

ଭୁବନେଶ୍ୱର,୨୩।୬: ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଦଳର ବରିଷ୍ଠ ନେତା ଏବଂ ବିଭିନ୍ନ ଅଞ୍ଚଳର କାର୍ଯ୍ୟକର୍ତାଙ୍କ ସହ ସାକ୍ଷାତ କରି ସମୀକ୍ଷା କରୁଛନ୍ତି ବିଜୁ ଜନତା ଦଳର ମୁଖିଆ ନଵୀନ ପଟ୍ଟନାୟକ। ଏହି କ୍ରମରେ ଶନିବାର କିଛି କାର୍ଯ୍ୟକର୍ତାଙ୍କୁ ସାକ୍ଷାତ...

କଟକରେ ବିଜେଡିକୁ ଡବଲ୍‌ ଝଟ୍‌କା: ହାତରୁ ଗଲା ୨ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ପଦ

କଟକ,୨୧ା୬ (କାର୍ତ୍ତିକ ସାହୁ)- କଟକ ମହାନଗର ନିଗମ (ସିଏମ୍‌ସି)ର ୮ଟି ଷ୍ଟାଣ୍ଡିଂ କମିଟି ମଧ୍ୟରୁ ୨ଟି ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ପଦ ବିଜେଡି ହାତରୁ ଏଥର ଖସିଯାଇଛି। ୬ଟି କମିଟିରେ ପୂର୍ବ ଅଧ୍ୟକ୍ଷମାନେ ପୁନର୍ବାର ନିର୍ବାଚିତ ହୋଇଛନ୍ତି। ସିଏମ୍‌ସିର ବିଜୁ...

ବିରୋଧୀ ଦଳ ନେତା ହେଲେ ନବୀନ

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନଙ୍କୁ ହିଁ ଚୟନ କରାଯାଇଛି। ନବୀନ ପ୍ରଥମ ଥର...

ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ, ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କିଏ ବିରୋଧୀ ଦଳ ନୋତା ହେବେ ସେନେଇ ବଡ଼ ନିଷ୍ପତ୍ତି ଆସିବ। ଏହି ଘୋଷଣା...

କିଏ ହେବେ ବାଚସ୍ପତି ? ଆରମ୍ଭ ହେଲା ବୈଠକ

ଭୁବନେଶ଼୍ବର, ୧୯।୬: ବିଧାନସଭାରେ ଆରମ୍ଭ ହୋଇଛି ଶାସକ ଦଳ ଭାଜପାର ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଏହି ବୈଠକରେ ନବନିର୍ବାଚିତ ବିଧାୟକମାନେ ଉପସ୍ଥିତ ରହିଛନ୍ତି । ଏହି ବୈଠକରେ କିଏ ହେବେ ବିଧାନସଭାର ବଚସ୍ପତି ସେ...

ଶଙ୍ଖ ଭବନରେ ବସିବ ବୈଠକ, ଚୟନ ହେବେ ବିଧାୟକ ଦଳ ନେତା

ଭୁବନେଶ଼୍ବର, ୧୭।୬: ଆସନ୍ତା ୧୯ ତାରିଖ ଦିନ ବିଜୁ ଜନତା ଦଳର ବିଧାୟକମାନଙ୍କୁ ନେଇ ବୈଠକ ବସିବ । ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ଏହି ବୈଠକ ବସିବା ନେଇ ଜଣାପଡ଼ିଥିବା ବେଳେ ଏଥିରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର...

ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ…

ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍‌ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ ପରାସ୍ତ କରି ପ୍ରଥମ ଥର ପାଇଁ ସରକାର ଗଢ଼ିଛି । ଅନ୍ୟପଟେ ୱାଇଏସ୍‌ଆର...

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ ସହର ଓ ବ୍ଲକ ଅଧୀନ ସମସ୍ତ ପଞ୍ଚାୟତର କର୍ମକର୍ତ୍ତା ଯୋଗ ଦେଇଥିଲେ। ବୈଠକରେ...

ନବୀନ ନିବାସରେ ବିଜେଡିର ବରିଷ୍ଠ ନେତାଙ୍କ ଆଲୋଚନା, ଏମିତି ହେବ ଆଶା କରି ନ ଥିଲୁ: ଉଷା ଦେବୀ

ଭୁବନେଶ୍ୱର,୧୪।୬(ଅନିଲ ଦାସ): ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ନବୀନ ନିବାସକୁ ବିଜେଡି ନେତାମାନେ ନିୟମିତ ବ୍ୟବଧାନରେ ଆସି ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ୍‌ କରୁଛନ୍ତି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଉଭୟ ବିଜୟୀ ଓ ପରାଜିତ...

ଓଡ଼ିଶାରେ ପହଞ୍ଚିଲେ ରାଜନାଥ ସିଂ, ଘୋଷଣା କରିବେ ମୁଖ୍ୟମନ୍ତ୍ରୀଙ୍କ ନାଁ

ଭୁବନେଶ଼୍ବର, ୧୧।୦୬: ଭୁବନେଶ଼୍ବର ବିମାନ ବନ୍ଦରରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ। ଓଡ଼ିଶାର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଆଜି ବିଧାୟକ ଦଳ ବୈଠକରେ ଯୋଗଦେବା ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri